Posted inଫୁରସତ

ଏହାକୁ ଦେଖି ଡରିଗଲେ ୩ ସିଂହ: ଚକମା ଦେଖାଇ ଖସିଗଲା

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ ନେଉଳକୁ ୩ ସିଂହ ଶିକାର କରିବାକୁ ଆସୁଥିବା ଦେଖିବାକୁ ମିଳୁଛି। ପରେ ନେଉଳର ବୁଦ୍ଧିଦେଖି ସିଂହ ଡରି ପଳାଉଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?