Posted inଜାତୀୟ

ପୂର୍ବାନୁମାନ ହେଲା ସତ: ଆଣ୍ଡାମାନ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୧୩।୫: ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ସତ ହୋଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଆଗକୁ ବଢ଼ିବ। ପରେ ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୨୭ ରେ କେରଳ ଛୁଇଁବ। ସାଧାରଣତଃ ମୌସୁମୀ ବାୟୁ ଜୁନରେ କେରଳ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ। ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚି ଥିଲା।

ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri