ତୃତୀୟ ବିଶ୍ୱଯୁଦ୍ଧକୁ ନେଇ ଭବିଷ୍ୟବାଣୀ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

କରୋନା ମହାମାରୀରୁ ଲୋକେ ଟିକେ ଆଶ୍ୱସ୍ତ ହୋଇଥିବା ବେଳେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଏହା ତୃତୀୟ ବିଶ୍ୱଯୁଦ୍ଧର ସଙ୍କେତ। ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ରୁଷିଆ ସମଗ୍ର ବିଶ୍ୱକୁ ଏକ ଚେତାବନୀ ଦେଇଛି, ଯିଏ ତାଙ୍କ ପଥରେ ଆସିବ ତାଙ୍କୁ ଭୟଙ୍କର ପରିଣାମର ସମ୍ମୁଖୀନ ହେବାକୁ ପଡ଼ିବ। ସେବେଠାରୁ ପରମାଣୁ ଆକ୍ରମଣର କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଯଦିଓ ରୁଷିଆ ଏପର୍ଯ୍ୟନ୍ତ ସେ ବିଷୟରେ କିଛି ସ୍ପଷ୍ଟ କହିନାହିଁ।

ୟୁଟ୍ୟୁବ୍‌ରେ ଏକ ଭିଡିଓରୁ ଜଣାପଡ଼ିଛି ଯେ, ତୃତୀୟ ବିଶ୍ୱଯୁଦ୍ଧର ପ୍ରଭାବ କ’ଣ ହେବ? ଏହି ଭିଡିଓ ଦେଖିବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ କୌଣସି ଯୁଦ୍ଧ କାହା ପାଇଁ କିଛି ଭଲ କରେ ନାହିଁ, ଯଦି ତୃତୀୟ ବିଶ୍ୱଯୁଦ୍ଧ ହୁଏ, ତେବେ ସମଗ୍ର ବିଶ୍ୱକୁ ଏହାର ପରିଣାମ ଭୋଗିବାକୁ ପଡ଼ିବ। ସମଗ୍ର ମନୁଷ୍ୟ ଜାତି ଲୋପ ପାଇଯିବ। ଏହା ପରେ ଆଗାମୀ ଲକ୍ଷ ଲକ୍ଷ ବର୍ଷ ପାଇଁ ମନୁଷ୍ୟର ବାସସ୍ଥାନ ରହିବ ନାହିଁ।

ଭବିଷ୍ୟବାଣୀରେ କୁହାଯାଇଛି, ତୃତୀୟ ବିଶ୍ୱଯୁଦ୍ଧ ପରେ ସମସ୍ତ ଉପଗ୍ରହ ଆକାଶରୁ ଖସିଯିବ। ଜଙ୍ଗଲ ପୋଡ଼ି ପାଉଁଶ ହୋଇଯିବ। ବିଶ୍ୱରେ ପରମାଣୁ ଆକ୍ରମଣ ବଢ଼ିବ। ଏଥିରେ ଦୁନିଆର ପ୍ରତ୍ୟେକ ବ୍ୟକ୍ତି ମୃତ୍ୟୁର ସାମ୍ନା କରିବେ। ରୁଷିଆ ରାଷ୍ଟ୍ରପତି ଯେତେବେଳେ ତାଙ୍କ ଦେଶର ଆଣବିକ କ୍ଷେତ୍ରକୁ ସତର୍କ ରହିବାକୁ କହିଥିଲେ, ସେତେବେଳେ ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ତୀବ୍ର ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri