ରାଜ୍ୟ ହକି ଚାମ୍ପିୟନଶିପ୍‌ରେ ସ୍ଥାନ ପାଇଲେ ପ୍ରୀତି

କୋକସରା,୨୫।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ରାଜ୍ୟ ହକି ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ବରଠାରେ ଆୟୋଜିତ ହେଉଛି ରାଜ୍ୟ ହକି ଚାମ୍ପିୟନଶିପ୍‌। ଟୁର୍ନାମେଣ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ୧୮ ବର୍ଷରୁ କମ୍‌ ବାଳିକା ବର୍ଗରେ କଳାହାଣ୍ଡି ହକି ଦଳ ଭୁବନେଶ୍ବର ଗସ୍ତ କରିଛି।

କଳାହାଣ୍ଡି ଦଳରେ ପ୍ରୀତି ରାଉତ, ଶ୍ରଦ୍ଧାଞ୍ଜଳି ସାହୁ, ବର୍ଷାରାଣୀ ସାହୁ, ଗୀତାଞ୍ଜଳି ବିଶି, ଅନୁପମା ଭୋଇ, ଯଶୋବନ୍ତୀ ମାଝି, ପଲ୍ଲବୀ ସାହୁ, ସୀତା ସାହୁ , ଝାନ୍‌ସୀ ଦୀପ, ସୋହନା ନିଆଲ, ଯଶୋଦା ବଛା, କଳ୍ପନା ମାଝି, ମନୀଷା ଖାତୁନ, ରଞ୍ଜନି ମାହାର, ଟ୍ବିଙ୍କିଲ ନାଏକ, ଅସ୍ମିତା ଭାଟି, ଡଲି ବିଭାର, ରଚନା ବଗର୍ତ୍ତୀ ରହିଥିବା ବେଳେ ହକି କୋଚ ଯୁମର କୁମାର ସାହୁଙ୍କ ସହିତ ମ୍ୟାନେଜର ସବିତା ନାଏକ ଗସ୍ତ କରିଛନ୍ତି। ତେବେ କୋକସରା ବ୍ଲକ ଆଦର୍ଶ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରୀତି ଦଳରେ ସାମିଲ ହୋଇ କୋକସରା ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ପ୍ରୀତି ଶରତ ଚନ୍ଦ୍ର ରାଉତ ଏବଂ ହେମନ୍ତୀ ରାଉତଙ୍କ ଦ୍ୱିତୀୟ କନ୍ୟା। ତାଙ୍କ ଏହି ସଫଳତାରେ ଆଦର୍ଶବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ତଥା କର୍ମଚାରୀମାନେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri