ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…

ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍‌ କରି କହିଥିଲେ ସୁଯୋଗ ପାଇ ସାରିବା ପରେ କୋରେଇ ଛାଡ଼ି ପଳାଇଛନ୍ତି। ଏହାର ଜବାବରେ ପ୍ରୀତିରଞ୍ଜନ ଘଡ଼ାଇ(ଡାନି) କହିଛନ୍ତି, ବବି କେଉଁ ପରିପ୍ରେକ୍ଷୀରେ ଏକଥା କହିଲେ ମୁଁ ଜାଣି ନାହିଁ। କୋରେଇରୁ ପ୍ରଫୁଲ୍ଲ ଘଡ଼ାଇ, ଅଶୋକ ଦାସ, ସଞ୍ଚିତା ମହାନ୍ତି ଜିତିଥିଲେ। ଅଶୋକ ବଳ, ଆକାଶ ଦାସନାୟକ ବିଧାୟକ ନିର୍ବାଚିତ ହୋଇଛନ୍ତି। କୋରେଇରେ ଯେଉଁମାନେ ଥିଲେ ସମସ୍ତେ ଅଛନ୍ତି, କେହି କୁଆଡ଼େ ଯାଇନାହାନ୍ତ। ଯାଜପୁର ଜିଲା ନୁହେଁ ପୂରା ରାଜ୍ୟରେ ସବୁ ବିଜେଡି ନେତା ଅଛନ୍ତି।

ସୂଚନା ଥାଉକି, ବବି ଦାସ ଏକଥା ବି କହିଥିଲେ କୋରେଇରେ ଅବିଶ୍ବାସର ବାତାବରଣ ବଢ଼ି ଯାଇଛି। ଏହି ଅବିଶ୍ବାସର ବାତାବରଣ ଭାଙ୍ଗିବା ପାଇଁ ଆମେ ଏକାଠି ହେବୁ। ବ୍ୟାସନଗର ପୌରାଞ୍ଚଳର ଯୋଡ଼ାବର ବନ୍ଧୁମିଳନରେ ଏପରି କହିଛନ୍ତ ବବି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ,...

ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri