Posted inଫୁରସତ

ଋତୁସ୍ରାବଜନିତ କଷ୍ଟରୁ ବର୍ତ୍ତିବାକୁ ଗର୍ଭଧାରଣ

ତାଲାହାସି: ଯୁବତୀମାନଙ୍କ କ୍ଷେତ୍ରରେ ଋତୁସ୍ରାବ ଏକ ମାସିକିଆ ପ୍ରକ୍ରିୟା। ଏହା ଯୁବତୀଙ୍କୁ ଭବିଷ୍ୟତରେ ଗର୍ଭଧାରଣ କରିବାରେ ସାହାଯ୍ୟ କରେ। ପ୍ରତି ମାସରେ ହେଉଥିବା ଏହି ପ୍ରକ୍ରିୟା ଦ୍ୱାରା ଅନେକଙ୍କୁ କଷ୍ଟ ସହିବାକୁ ପଡ଼ିଥାଏ। ଜଣେ ମହିଳା ଏହି ଋତୁସ୍ରାବଜନିତ କଷ୍ଟରୁ ବର୍ତ୍ତିବାକୁ ଗର୍ଭଧାରଣ କରୁଥିବା ଜଣାପଡ଼ିଛି। ଏହି କାରଣରୁ ସେ ୨୦୧୪ରୁ ଲଗାତର ଗର୍ଭଧାରଣ କରୁଛନ୍ତି। ରିପୋର୍ଟ ମୁତାବକ, ଫ୍ଲୋରିଡ଼ା ୟୁସଟିସ୍‌ର ବାସିନ୍ଦା ୨୫ ବର୍ଷୀୟା ମାଡିଶନ ଚାଭେଜ୍‌ ଓ ଜୋସ୍‌ ଚାଭେଜ୍‌ ପିଲାବେଳ ସାଥୀ ହୋଇଥିବାବେଳେ ପରେ ସେମାନେ ବିବାହ କରିଛନ୍ତି। ୨୦୧୪ରେ ଉଭୟଙ୍କ ପ୍ରଥମ ସନ୍ତାନ ଜନ୍ମ ହୋଇଥିଲା। ୨୦୧୭ରେ ତାଙ୍କ ୨ୟ ସନ୍ତାନ ଜନ୍ମ ହେଲା। ପରେ ୨୦୨୦ରେ ସେମାନଙ୍କ ପ୍ରଥମ କନ୍ୟା ସନ୍ତାନ ଏବଂ ୨୦୨୨ରେ ତାଙ୍କ ଦ୍ୱିତୀୟ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ଏବେ ମାଡିଶନ ୨୦୨୪ରେ ତାଙ୍କ ୫ମ ସନ୍ତାନକୁ ଜନ୍ମ ଦେବାକୁ ଯାଉଛନ୍ତି। ଏପରି ବାରମ୍ବାର ଗର୍ଭବତୀ ହେବା କ୍ଷେତ୍ରରେ ସ୍ବାମୀ ଜୋସ୍‌ ତାଙ୍କୁ ସମର୍ଥନ ଜଣାଇଛନ୍ତି। ଜୋସ୍‌ ଚାହାନ୍ତିନି କି ପ୍ରତି ମାସରେ ମାଡିଶନଙ୍କୁ ଋତୁସ୍ରାବଜନିତ କଷ୍ଟ ସହିବାକୁ ପଡୁ। ସେଥିପାଇଁ ଦମ୍ପତି ଏହି କଷ୍ଟରୁ ବଞ୍ଚତ୍ବାକୁ ସନ୍ତାନ ଜନ୍ମ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିକଟରେ ଦମ୍ପତି ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଭିଡିଓରେ ମାଡିଶନ ତାଙ୍କର ଏପରି ଗର୍ଭଧାରଣ ପଛର କାରଣ କହିବା ସହ ୫ମ ଗର୍ଭଧାରଣ କରିଥିବା କହିଥିଲେ। ଏଥିପାଇଁ ଲୋକେ ସେମାନଙ୍କୁ ଟ୍ରୋଲ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ବିନା ଖାଇବା-ପିଇବାରେ କେତେଦିନ ବଞ୍ଚିପାରିବ ମଣିଷ? ଜାଣନ୍ତୁ ହ୍ୟୁମାନ ବଡ଼ିର କାପାସିଟି…

ମଣିଷ ଶରୀର ଆଶ୍ଚର୍ଯ୍ୟଜନକ ଭାବରେ ସ୍ଥିର, କିନ୍ତୁ ଏହାର କିଛି ବାୟୋଲଜିକାଲ ସୀମା ମଧ୍ୟ ଅଛି। ଖାଦ୍ୟ ଏବଂ ପାଣି ବିନା ବଞ୍ଚିବା ଶରୀର ମସ୍ତିଷ୍କ, ହୃଦୟ…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ନରମ ଶେଯ ବଦଳରେ ଦ୍ୱାର ମୁହଁରେ କାହିଁକି ଶୁଏ କୁକୁର? କାରଣ ଜାଣିଲେ ତାଜୁବ ହେବେ

ଯଦି ଆପଣଙ୍କର କୁକୁର ଅଛି, ତେବେ ଆପଣ ହୁଏତ ଏକ ଅଜବ ଅଭ୍ୟାସ ଲକ୍ଷ୍ୟ କରିଥିବେ। ଅନେକ ସମୟରେ, ଆରାମଦାୟକ ବିଛଣା, ସୋଫା କିମ୍ୱା ଘରର ଶାନ୍ତ…

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Video: ଷ୍ଟେଜ ଉପରେ ଏମିତି ରୋମାନ୍ସ କଲେ କପଲ, ଦୌଡି ଆସିଲେ ପଣ୍ଡିତ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୩୦।୧: ସୋସିଆଲ ମିଡିଆରେ ପ୍ରାୟତଃ ବିବାହ ଭିଡିଓ ଭାଇରାଲ ହୁଏ, କିନ୍ତୁ ଏଥର ଏକ ବିବାହ ଭିଡିଓ ବିତର୍କ ସୃଷ୍ଟି କରିଛି। ଏକ ଭାଇରାଲ ଭିଡିଓରେ, ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri