କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା

ଟିକିରି, ୨୦।୪: (ଡି.ଏନ୍‌.ଏ.) ରାୟଗଡ଼ା ଜିଲା କାଶୀପୁର ବ୍ଳକ ମାଣ୍ଡିବିସି ପଞ୍ଚାୟତ ଜଲାଖୁରା ଗ୍ରାମରେ ପୁଣିଥରେ ଜନନୀ ଯନ୍ତ୍ରଣାର ଦୁଃଖ ଦେଖିବାକୁ ମିଳିଛି। ବସନ୍ତ ନାୟକଙ୍କ ସ୍ତ୍ରୀ ସୁଶୀଳା ଗର୍ଭବତୀ ଥିବାବେଳେ ମଙ୍ଗଳବାର ଯନ୍ତ୍ରଣାରେ ଛଟପଟ ହୋଇଥିଲେ। ଏହା ପରେ ତାଙ୍କ ସ୍ବାମୀ ୧୦୮ ଆମ୍ବୁଲାନ୍ସକୁ ଫୋନ କରି ଜଣାଇଥିଲେ। ଆମ୍ବୁଲାନ୍ସ ଆସିଥିଲା। କିନ୍ତୁ ଗଁାକୁ ପକ୍କା ରାସ୍ତା ନଥିବାରୁ ଗ୍ରାମଠାରୁ ପାଞ୍ଚ କିଲୋମିଟର ଦୂରରେ ଅଟକି ରହିଲା ଆମ୍ବୁଲାନ୍ସ। ଫଳରେ ଷ୍ଟ୍ରେଚରରେ ବୁହାହୋଇ ଗାଡ଼ି ପାଖକୁ ସୁଶୀଳା ଆସିଥିଲେ। ପ୍ରଥମେ ତାଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଚିକିତ୍ସା ପରେ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। କାଶୀପୁର ବ୍ଲକରେ ବାରମ୍ବାର ଏଭଳି ଘଟଣା ଦେଖିବାକୁ ମିଳୁଛି। ଏନେଇ ବିଭିନ୍ନ ସମୟରେ ବିଭିନ୍ନ ଖବରକାଗଜରେ ଖବର ପ୍ରକାଶ ପାଇଲେ ମଧ୍ୟ ସରକାରଙ୍କ ଦୃଷ୍ଟି ପଡ଼ୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri