ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମହିଳା ନେଇ ପାରିବେ ନାହିଁ କରୋନା ଟିକା

ଭୁବନେଶ୍ୱର,୫।୫: ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମହିଳା କରୋନା ଟିକା ନେଇ ପାରିବେ ନାହିଁ। ବୁଧବାର ଏହି ସୂଚନା ଦେଇଛନ୍ତି ଏସ୍‌ବି ମେଡିକାଲ ସ୍ତ୍ରୀ ଏବଂ ପ୍ରସୂତି ବିଭାଗ ମୁଖ୍ୟ ତୁଷାର ଜ୍ୟୋତି କର। ଏପରି କି କରୋନା ସଂକ୍ରମଣ ସମୟରେ ଗର୍ଭ ଧାରଣ କଲେ କିପରି ସତର୍କତା ଅବଲମ୍ବନ କରିବେ ସେ ନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି।
ସେ କହିଛନ୍ତି, କରୋନା ସମୟରେ ଗର୍ଭଧାରଣ କଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ଡାକ୍ତରଙ୍କ ପରାମର୍ଶରେ ହେଳା କଲେ ମା’ ଓ ଛୁଆଙ୍କ ପ୍ରତି ବିପଦ ହୋଇପାରେ। କୋଭିଡ୍‌ ଗାଇଡଲାଇନ ମାନି ଗର୍ଭବତୀଙ୍କ ଅଲଟ୍ରାସାଉଣ୍ଡ କରାଇବା ଉଚିତ। କରୋନାରେ ମା’ ଆକ୍ରାନ୍ତ ହେଲେ ପ୍ରି’ ମ୍ୟାଚୁଅର ଡେଲିଭରି ହେଉଥିବା ଗବେଷଣାରୁ ଜଣାପଡିଛି। କରୋନା ଆକ୍ରନ୍ତ ହୋଇ ଗର୍ଭବତୀ ମହିଳା ଗୁରୁତର ହେଲେ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ବିଶେଷ ବ୍ୟବସ୍ଥା ହୋଇଛି। ମେଡିକାଲରେ ୩୦ଟି ସ୍ବତନ୍ତ୍ର ବେଡ ସହ ଆଇସିୟୁର ବ୍ୟବସ୍ଥା କରାଯାଇଛି। ଗୋଟିଏ ଡୋଜ ଟିକା ନେବା ପରେ ଗର୍ଭ ରହିଲେ ଦ୍ୱିତୀୟ ଡୋଜ ନେଇପାରିବେ ନାହିଁ। ପ୍ରସବ ଓ ସ୍ତନ୍ୟପାନ ଅବଧି ଶେଷ ପରେ ପୁଣି ମୂଳରୁ କରୋନା ଟିକା ଡୋଜ ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟ ସରକାର ଡାଉନ୍‌ଷ୍ଟ୍ରିମ୍‌ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରି ପାଇଁ ପାରାଦୀପଠାରେ ଏକ ଶିଳ୍ପ ପାର୍କର ବିକାଶ କରୁଛନ୍ତି। ପାରାଦୀପଠାରେ ହେବାକୁ ଥିବା ଏହି ପ୍ଲାଷ୍ଟିକ ପାର୍କର...

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା...

ସଟର କାଟି ଲୁଗା ଦୋକାନରୁ ଲୁଟ

ଯାଜପୁର ଟାଉନ,୧୭।୧୦(ଡି.ଏନ୍‌.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ...

ଏନ୍‌ଏଚ୍‌ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ

ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍‌ଏଚ୍‌ର ଶର୍ମା...

ସାରା ରାଜ୍ୟରେ ଝଡ଼ବର୍ଷା

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାର ଝଡ଼ ବର୍ଷା ହୋଇଛି। ଏହାଦ୍ୱାରା ଜନଜୀବନ ବିଶେଷଭାବେ ପ୍ରଭାବିତ ହୋଇଛି। ଏପରି କି କିଛି ସ୍ଥାନରେ ଗଛ, ବିଦ୍ୟୁତ୍‌...

ଆରମ୍ଭ ହେଲା କଟକ ବୈଶାଖୀ ବାଣିଜ୍ୟ ମେଳା

କଟକ ଅଫିସ, ୭ା୫: କଟକ ଉପର ବାଲିଯାତ୍ରା ପଡିଆରେ ସପ୍ତଦଶ କଟକ ବୈଶାଖୀ ବାଣିଜ୍ୟ ମେଳା ଶୁକ୍ରବାର ଆରମ୍ଭ ହୋଇଛି। ଏହାକୁ ବାରବାଟୀ-କଟକ ବିଧାୟକ ଇଂ....

ଓଭରଲୋଡ ଟ୍ରକରୁ ଜରିମାନା ଆଦାୟ

ଜୁନାଗଡ,୮।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବନମାଲୀପୁର ନିକଟରେ ସୋମବାର ଏକ ଓଭରଲୋଡ ମକା ଟ୍ରକକୁ ଜିଲା କନିଷ୍ଠ ଏମଭିଆଇ ରତିକାନ୍ତ ନାହାକ ଧରପଗଡ କରିଛନ୍ତି।...

‘୨୦୩୦ ସୁଦ୍ଧା ବାଲ୍ୟ ବିବାହ ପ୍ରଥା ବନ୍ଦ ପାଇଁ ଖସଡ଼ା’

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବାଲ୍ୟ ବିବାହ ପ୍ରଥାକୁ ୨୦୩୦ ସୁଦ୍ଧା ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରିବାକୁ ଖସଡା ପ୍ରସ୍ତୁତ କରାଯାଇଛି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ...

Advertisement
Archives

Model This Week