Posted inଜାତୀୟ

ଗର୍ଭବତୀ କାଉନସିଲରଙ୍କୁ ଭାଜପା ବିଧାୟକ ଦେଲେ ଧକ୍କା: ଗର୍ଭପାତ ଅଭିଯୋଗ ଆଣିଲେ ସ୍ବାମୀ

ବେଙ୍ଗାଲୁରୁ,୨।୧୨: କର୍ନାଟକରେ ଜଣେ ଗର୍ଭବତୀ କାଉନସିଲରଙ୍କୁ ଭାଜପା ବିଧାୟକ ଏବଂ ତାଙ୍କ ସମର୍ଥକ ଧକ୍କା ମାରିବା ଅଭିଯୋଗ ହୋଇଛି। ଏହା ଯୋଗୁ ଗର୍ଭବତୀ କାଉନସିଲରଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ ହୋଇଛି। କାଉନସିଲର ଜଣଙ୍କ ହେଉଛନ୍ତି ଚାନ୍ଦିନୀ ନାଇକ। ନଭେମ୍ବର ୯ରେ ବଗଲକୋଟ ପୌରପରିଷଦ ନିର୍ବାଚନ ସମୟରେ ବିଧାୟକ ସିଦ୍ଧୁ ସାଭଡି ଏବଂ ତାଙ୍କ ସମର୍ଥକମାନେ ଚାନ୍ଦିନୀଙ୍କ ପ୍ରତି ଖରାପ ବ୍ୟବହାର କରିବା ସହିତ ତାଙ୍କୁ ଧକ୍କାମାରି ତଳେ ପକାଇ ଦେଇଥିଲେ। ସେତେବେଳେ ଚାନ୍ଦିନୀ ୩ ମାସର ଗର୍ଭବତୀ ଥିଲେ ବୋଲି ସ୍ବାମୀ ନାଗେଶ ନାଇକ କହିଛନ୍ତି। ଘଟଣାପରେ ଚାନ୍ଦିନୀଙ୍କ ପେଟରେ ଯନ୍ତ୍ରଣା ହେବାରୁ ବାଧ୍ୟ ହୋଇ ଡାକ୍ତରଙ୍କ ପରାମର୍ଶ କ୍ରମେ ଗର୍ଭପାତ କରାଯାଇଥିବା ସେ କହିଛନ୍ତି। ଏବେ ଚାନ୍ଦିନୀ ସିଦ୍ଧୁଙ୍କ ବିରୋଧରେ ଆଇନଗତ ଲଢ଼େଇ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଭାଜପାରେ ଏଭଳି ଘର କଳିରୁ ବିରୋଧୀ ଦଳ ଫାଇଦା ନେବାକୁ ଯୋଜନା କରୁଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଚାନ୍ଦିନୀଙ୍କୁ ଧକ୍କା ଦେବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri