କୁଲଡିଆ ରେଞ୍ଜରୁ ଆସିଲା ଦୁଃଖଦ ଘଟଣା: ଟ୍ରେଞ୍ଜ ଗାତରେ ପଡ଼ି ଗର୍ଭବତୀ ହାତୀର ମୃତ୍ୟୁ

ବାଲେଶ୍ୱର,୨୮।୫: ବାଲେଶ୍ୱର ଜିଲା କୁଲଡିଆ ରେଞ୍ଜ ଅସନଘାଟି ଜଙ୍ଗଲରୁ ମଙ୍ଗଳବାର ଏକ ଦୁଃଖଦ ଖବର ସାମ୍‌ନାକୁ ଆସିଛି। ଖୋଲାଯାଇଥିବା ଏକ ଟ୍ରେଞ୍ଜ ଗାତରେ ପଡିରେ ଏକ ଗର୍ଭବତୀ ହାତୀର ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଏକ ମାଈ ହାତୀ ଖାଦ୍ୟ ଅନ୍ବେଷଣରେ ବୁଲୁଥିବା ବେଳେ ଟ୍ରେଞ୍ଜ ଗାତରେ ଖସି ପଡିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ହାତୀକୁ ଗାତରୁ ଉଦ୍ଧାର କରିବା ପାଇଁ ଜେସିବି ମେଶିନର ସାହାର୍ଯ୍ୟ ନିଆଯାଇଥିଲା। ୪ ଘଣ୍ଟା ଧରି ଏହି ଅପରେସନ ଚାଲିଥିଲା। ତଥାପି ହାତୀର ଜୀବନ ବଞ୍ଚାଇବାରେ ବନ କର୍ମଚାରୀ ବିଫଳ ହୋଇଥିଲେ। ହାତୀର ବୟସ ୧୦ ବର୍ଷରୁ ଅଧିକ ହୋଇଥିବା ବେଳେ ହାତୀ ଗର୍ଭବତୀ ଥିବା ଜଣାପଡିଛି। ଅନ୍ୟପକ୍ଷେ ହାତୀ ମୃତ୍ୟୁର ତଦନ୍ତ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri