ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ, ରାସ୍ତା ନ ଥିବାରୁ ଗଲାନି ଆମ୍ବୁଲାନ୍ସ

ଫୁଲବାଣୀ ଅଫିସ, ୨୪।୨: କନ୍ଧମାଳ ଜିଲାରେ ରାସ୍ତା ସମସ୍ୟା ସୁଧୁରୁନାହିଁ। ଲୋକେ ଯେତେ ଅଭିଯୋଗ କରୁଥିଲେ ମଧ୍ୟ ପ୍ରଶାସନିକ ଅଧିକାରୀ କି ରାଜନେତା କେହି ଶୁଣୁନାହାନ୍ତି। ଯାହାଫଳରେ ଅନେକ ଗ୍ରାମକୁ ଆମ୍ବୁଲାନ୍ସ ଯାଇପାରୁ ନାହିଁ। ବୁଧବାର ପୁଣି ଏଭଳି ଘଟଣା ଜିଲାର ତୁମୁଡିବନ୍ଧ ବ୍ଲକରେ ଦେଖିବାକୁ ମିଳିଛି। ଗୁମୁଡୁମାହାର ଲହାଡି ଗାଁରେ ଜଣେ ଆସନ୍ନ ପ୍ରସବାଙ୍କୁ ଆଣିବା ପାଇଁ ଆମ୍ବୁଲାନ୍ସ ଯାଇଥିଲେ ମଧ୍ୟ ରାସ୍ତା ଖରାପ ଯୋଗୁ ଗାଁରେ ପହଞ୍ଚିଲାନି। ଆମ୍ବୁଲାନ୍ସ କର୍ମଚାରୀମାନେ ଷ୍ଟ୍ରେଚର ଧରି ୩ କି.ମି. ଚାଲି ଗ୍ରାମକୁ ଯାଇଥିଲେ। ସେଠାରୁ ଆସନ୍ନ ପ୍ରସବା ଅଞ୍ଜନା ପ୍ରଧାନଙ୍କୁ ଷ୍ଟ୍ରେଚରରେ ଧରି ଗ୍ରାମବାସୀଙ୍କ ସହାୟତାରେ ଆମ୍ବୁଲାନ୍ସ ନିକଟକୁ ଆସିଥିଲେ। ସେଠାରୁ ତାଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ତାଙ୍କ ଅବସ୍ଥା ବର୍ତ୍ତମାନ ଭଲ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?