ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ମୃତଦେହ ୩ ଦିନ ହେଲା ପଡି ରହିଥିବା ବେଳେ ଅନ୍ତିମ ସତ୍କାର ହୋଇପାରି ନ ଥିବା ଜଣାପଡିଛି। ଅନ୍ୟପକ୍ଷେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଛନ୍ତି।

ମିଳିଥିବା ସୂଚନା ମୁତାବକ, କୌଣସି କାରଣକୁ ନେଇ ସ୍ବାମୀ ଗର୍ଭବତୀ ସ୍ତ୍ରୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଫଳରେ ସେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ହତ୍ୟା ଅଭିଯୋଗରେ ଦଶମନ୍ତପୁର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାମ୍ବିଆକୁ ହରାଇବା ପରେ ପାକିସ୍ତାନକୁ ଚକିତ କଲା ଭଳି କଥା କହିଦେଲେ ସୂର୍ଯ୍ୟ, ଇଙ୍ଗିତ କରି କହିଲେ…

ନୂଆଦିଲ୍ଲୀ,୧୩।୨: ICC ଟି-୨୦ ବିଶ୍ୱକପ ୨୦୨୬ର ୧୮ତମ ମ୍ୟାଚ ଫେବୃଆରୀ ୧୨ ତାରିଖରେ ଭାରତ ଏବଂ ନାମ୍ବିଆ ମଧ୍ୟରେ ଅନୁଷ୍ଠିତ ହୋଇଛି। ଏହି ମ୍ୟାଚ ଦିଲ୍ଲୀର ଅରୁଣ…

ମାତ୍ର ୨ ବଲ୍‌ରେ ବଡ଼ ରେକର୍ଡ ଭାଙ୍ଗିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପଡ଼ିଆରେ ରୋମାଞ୍ଚକର ଯୁଦ୍ଧ

ନୂଆଦିଲ୍ଲୀ,୧୩।୨: ୨୦୨୬ ଟି-୨୦ ବିଶ୍ୱକପର ୧୮ତମ ମ୍ୟାଚରେ ଟିମ ଇଣ୍ଡିଆ ନାମ୍ବିଆ ବିପକ୍ଷରେ ସହଜ ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ…

ICC ଅଧ୍ୟକ୍ଷ ହେବା ପରେ ସବୁ ଚିତ୍ର ବଦଳାଇ ଦେଲେ ଜୟ ଶାହା, ହେଉଛି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୩।୨: କ୍ରିକେଟ ନାମ୍ବିଆର ସଭାପତି ରୁଡି ଭାନ ଭୁରେନ ଗୁରୁବାର କହିଛନ୍ତି ଯେ ୱିଣ୍ଡହୋକରେ ନୂତନ କ୍ରିକେଟ ଷ୍ଟାଡିୟମ ନିର୍ମାଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଆମେରିକା ସହିତ ଏହି ବଡ଼ ଡିଲ୍‌ କରିବ ଭାରତ! ମଧ୍ୟବିତ୍ତ ପରିବାରକୁ ହେବ ଫାଇଦା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ୫ ବିଲିୟନ ବାଣିଜ୍ୟ ଚୁକ୍ତି ବ୍ୟତୀତ, ଭାରତ ସରକାର LNGକୁ ନେଇ ଏକ ଡିଲ୍‌ କରିପାରନ୍ତି। ଭାରତ ସରକାରଙ୍କ…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ…

ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri