ଛଟେଇ ହେଉଛନ୍ତି ଗର୍ଭବତୀ

ଓ୍ବାଶିଂଟନ୍‌, ୯ା୩: କରୋନା ମହାମାରୀ ଯୋଗୁ ଅନେକ ଦେଶରେ ଲିଙ୍ଗଗତ ଅସମାନତା ବୃଦ୍ଧି ପାଇଛି। ମହିଳା ହିଂସା ବଢ଼ିବା ସହ ମାତ୍ର ୩ ଚତୁର୍ଥାଂଶ ମହିଳାଙ୍କ ପାଖରେ ଆଇନଗତ ଅଧିକାର ରହିଛି ବୋଲି ବିଶ୍ୱ ବ୍ୟାଙ୍କର ପ୍ରମୁଖ ଅର୍ଥନୀତିଜ୍ଞ କାର୍‌ମେନ ରେନହାର୍ଟ କହିଛନ୍ତି। ପ୍ରାୟ ୪୦ରୁ ଅଧିକ ଦେଶରେ ଗର୍ଭବତୀ ହେବା କାରଣରୁ ମହିଳା ଛଟେଇର ସମ୍ମୁଖୀନ ହେଉଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ପରଠାରୁ ଏହି ସମସ୍ୟା ବଢ଼ିଛି। ଏଥିସହ କରୋନା ଯୋଗୁ ଚଳିତ ଦଶକରେ ନାବାଳିକା ବିବାହ ସଂଖ୍ୟା ବୃଦ୍ଧି ପାଇ ୧ କୋଟିରୁ ଅଧିକ ହୋଇପାରେ ବୋଲି ୟୁନିସେଫ୍‌ ଏକ ରିପୋର୍ଟ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri