ଟିକା ପାଇଁ ଲମ୍ବାଧାଡିରେ ଅପେକ୍ଷା କରିବେ ନାହିଁ ଗର୍ଭବତୀ

ଭୁବନେଶ୍ୱର,୮।୭(ବ୍ୟୁରୋ): ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍‌ଲାଇନ ଅନୁସାରେ ଖୁବ୍‌ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁବାର ସୂଚନା ଦେଇଛନ୍ତି। ଟିକା ନେବା ପାଇଁ ଯଦିଓ ଅନ୍ୟମାନଙ୍କ ଭଳି ଗର୍ଭବତୀଙ୍କ ନାମ ପଞ୍ଜୀକରଣ ସମାନ, ତଥାପି ସେମାନେ ସାଧାରଣ ଲୋକଙ୍କ ଭଳି ଲମ୍ବା ଧାଡ଼ିରେ ଠିଆ ହୋଇ ଟିକା ପାଇଁ ଅପେକ୍ଷା କରିବେ ନାହିଁ। ସେମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ପ୍ରକୋଷ୍ଠ କରାଯିବ। ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀ ସେମାନଙ୍କୁ ଚିହ୍ନଟ କରି ଆବଶ୍ୟକ ସୁବିଧା ଯୋଗାଇଦେବେ ବୋଲି ପାଣିଗ୍ରାହୀ କହିଛନ୍ତି।

ଗର୍ଭବତୀମାନେ ଟିକା ନେବା ପରେ ସେମାନଙ୍କଠାରେ ଟିକାର କି ପ୍ରଭାବ ଦେଖାଯାଉଛି, ତାକୁ ଅନୁଧ୍ୟାନ କରିବା ପାଇଁ ଅଧଘଣ୍ଟା ନିରୀକ୍ଷଣରେ ରଖାଯିବ। ଏଥିନିମନ୍ତେ ରାଜ୍ୟବ୍ୟାପୀ ଜିଲାସ୍ତରରେ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ ବୋଲି ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri