ଓଡ଼ିଆ ଯବାନଙ୍କ ଅକାଳ ବିୟୋଗ

ବାଲିଆପାଳ,୩।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ନିଖିରା ପଞ୍ଚାୟତ ଅଧୀନ ନିଖିରା ଗ୍ରାମର ମଧୁସୂଦନ ବାରିକଙ୍କ ଏକମାତ୍ର ପୁଅ ନୌସେନା ରକ୍ଷାମନ୍ତ୍ରଣାଳୟର ସିଭିଲିଆନ ଭାବେ କାର୍ଯ୍ୟରତ ଓଡ଼ିଆ ଯବାନ ଶିବନାରାୟଣ ବାରିକଙ୍କ ସୋମବାର ଫୁସ୍‌ଫୁସ୍‌ଜନିତ ରୋଗରେ ପ୍ରାଣ ହରାଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୩୫ବର୍ଷ ବୟସ ହୋଇଥିଲା। ଶିବନାରାୟଣ ଫୁସଫୁସ ରୋଗରେ ଅସୁସ୍ଥ ହୋଇ ବିଶାଖାପାଟଣାରେ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି ହୋଇଥିଲେ। ଗତ ସୋମବାର ଶିବନାରାୟଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଖବର ସମସ୍ତଙ୍କୁ ଚକିତ କରିଦେଇଥିଲା। ମଙ୍ଗଳବାର ସକାଳେ ଶିବନାରାୟଣଙ୍କ ପାର୍ଥତ୍ବ ଶରୀର ଜନ୍ମଭୂମି ନିଖିରାରେ ପହଞ୍ଚତ୍ବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବହୁ ବିଶିଷ୍ଟ ବ୍ୟକ୍ତି ପହଞ୍ଚତ୍ ଶେଷଦର୍ଶନ କରିଥିଲେ। ରାଜ୍ୟ ବିଜୁ ମହିଳା ଜନତା ଦଳ କାର୍ଯ୍ୟକାରୀ ସଭାପତି ସୁବାସିନୀ ଜେନା, ଓଡ଼ିଶା ପ୍ରାଇଡ୍‌ର ସଭାପତି ମାନସ ଦାସ, ନିଖିରା ସରପଞ୍ଚ ଅଞ୍ଜନ କୁମାର ଗିରି, ବିଜେଡି ବ୍ଲକ ସଭାପତି ଗୋବିନ୍ଦ ପ୍ରସାଦ ଦାସ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri