ପ୍ରିମିୟର ଲିଗ୍‌, ଫ୍ରେଣ୍ଡସ ଇଲେଭେନ ଚାମ୍ପିୟନ

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ୍‌ ଶ୍ରୀକୃଷ୍ଣ ଶରଣପୁର ଲୋଙ୍ଘର ଗ୍ରାମରେ ଲୋଙ୍ଘର ପ୍ରିମୀୟର ଲିଗ ଅନୁଷ୍ଠିତ ହୋଇଛି। ଏଥିରେ ୪ଟି ଦଳ ଭାଗ ନେଇଥିଲେ। ଫାଇନାଲରେ ଫ୍ରେଣ୍ଡସ ୧୧ ଏବଂ ଏମ୍‌ସି ଓଆରିଆର ଟିମ୍‌ ମଧ୍ୟରେ କଡ଼ା ମୁକାବିଲା ହୋଇଥିଲା। ଫ୍ରେଣ୍ଡସ ଟିମ୍‌ ଚାମ୍ପିୟନ ହୋଇଥିଲା।

ଏମ୍‌ସି ଓଆରିଆର ଟିମ୍‌ ରନର ହୋଇଥିଲେ। ୱନର ଟିମ ନଗଦ ୫ ହଜାର ସହ କପ ନେଇଥିବା ବେଳେ ରନର ଟିମ ୪ ହଜାର ଏବଂ କପ୍‌ ପାଇଥିଲେ। କାହ୍ନା ତରେଇ ବେଷ୍ଟ ବ୍ୟାଟ୍ସ ମ୍ୟାନ୍‌ କପ ପାଇଥିବା ବେଳେ କୁମର ପ୍ରଧାନ ବେଷ୍ଟଅଫ ସିରିଜ ପୁରସ୍କାର ପାଇଥିଲେ। ବରିଷ୍ଠ ଭାଜପା ନେତା ରାମଚନ୍ଦ୍ର ପାହାନ ଅତିଥି ରୂପେ ଯୋଗ ଦେଇ ବିଜୟୀ ଟିମ୍‌କୁ ପୁରସ୍କାର ବିତରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ଖେଳାଳି ଅଭିମନ୍ୟୁ ପାହାନ, ପର୍ଶୁରାମ ସାହୁ, ବିରାଟ ପାହାନଙ୍କ ସମେତ ବହୁ ଅଞ୍ଚଳବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri