ବଢ଼ିଲା ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମ…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର  ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମରେ ବୃଦ୍ଧି କରିଛନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାର ପ୍ରିମିୟମକୁ ବଢ଼ାଇ ଦେଇଥିବା ନେଇ ସୂଚନା ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ପ୍ରିମୟମ ଦିନ ପିଛା ୧.୨୫ ଟଙ୍କାକୁ ବୃଦ୍ଧି ପାଇ ଏହା ବାର୍ଷିକ ୩୩୦ରୁ ୪୩୬ ଟଙ୍କାରେ ପହଞ୍ଚିଛି। ସେହିପରି ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାର ପ୍ରିମିୟମକୁ ବାର୍ଷିକ ୧୨ ଟଙ୍କାରୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି। ନୂଆ ପ୍ରିମୟମ ଦର ୨୦୨୨ ଜୁନ୍‌ ୧ଠାରୁ ଲାଗୁ ହେବ।

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାର ପ୍ରିମିୟମ ଦରରେ ଯଥାକ୍ରମେ ୩୨ ଏବଂ ୬୭ ପ୍ରତିଶତ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ଯୁଦ୍ଧ ଭିତରେ ୮ଦେଶ ସହ କଥା ହେଲେ ମୋଦି, ହୋଇପାରେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୩।୩: ଇରାନ ଉପରେ ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଏବଂ ଇରାନର ପ୍ରତିଶୋଧ ସହିତ ଆରମ୍ଭ ହୋଇଥିବା ଯୁଦ୍ଧ ପ୍ରତିଦିନ ତୀବ୍ର ହେବାରେ ଲାଗିଛି। ସଂଘର୍ଷର ପରିମାଣ ଏବଂ ପରିସର…

ରାଜ୍ୟ ସଭା ନିର୍ବାଚନ: ଦିଲୀପ ରାୟଙ୍କୁ ଭାଜପାର ସମର୍ଥନ

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ବାଚନ ନେଇ ବିଜେଡି ଜଣେ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri