ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ ପକ୍ଷରୁ ପ୍ରିମିୟମ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୨।୯: ଦେଶର ପ୍ରମୁଖ ଗୃହୋପକରଣ ନିର୍ମାତା ଏବଂ ବିକ୍ରେତା କମ୍ପାନୀ ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ ପକ୍ଷରୁ ନିକଟରେ ନୂତନ ପ୍ରିମିୟମ ଉତ୍ପାଦ ର ଉନ୍ମୋଚନ କରାଯାଇଛି। ଏପରିକି ଚଳିତ ଉତ୍ସବ ଋତୁରେ ଗ୍ରାହକମାନଙ୍କୁ ଖୁସି କରିବା ପାଇଁ କମ୍ପାନୀ ପକ୍ଷରୁ ‘ଦିଲ୍‌ ବୋଲେ ୱାଓ’ ଅଭିଯାନର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏଥିରେ ଚଳିତ ଉତ୍ସବ ସମୟରେ ଆପ୍ଲାଏନ୍‌ସେସ୍‌ କିଣିବାକୁ ଚାହୁଁଥିବା ନୂଆ ଗ୍ରାହକମାନଙ୍କ ଲାଗି ୧୦୦ରୁ ଅଧିକ ନୂଆ ମଡେଲ ସହିତ ବ୍ୟାପକ ବର୍ଗର ଉପଭୋକ୍ତାଙ୍କ ପାଇଁ ଅଫର ରହିଛି। ସବୁ ବର୍ଗରେ ପ୍ରିମିୟମ ଉତ୍ପାଦ ର ଗ୍ରହଣୀୟତାରେ ବୃଦ୍ଧିର ଧାରା ଅନୁସାରେ କମ୍ପାନୀ ପକ୍ଷରୁ ନୂଆ ଇଅନ୍‌ ଭେଲ୍‌ଭେଟ୍‌ ସିରିଜ୍‌ ଉତ୍ପାଦ ବର୍ଗମାଳାକୁ ଉନ୍ମୋଚନ କରାଯାଇଛି।

ଏ ସମ୍ପର୍କରେ ଗୋଦ୍‌ରେଜ୍‌ ଆଣ୍ଡ ବଏସ୍‌ର ଅଂଶ ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ର ବ୍ୟବସାୟ ମୁଖ୍ୟ ଓ କାର୍ଯ୍ୟନିର୍ବାହୀ ଉପସଭାପତି କମଳ ନନ୍ଦୀ କହିଛନ୍ତି, ନୂଆ ଉତ୍ପାଦ ବର୍ଗମାଳା ବିଭିନ୍ନ ବର୍ଗର ମୁଖ୍ୟତଃ ପ୍ରିମିୟମ ଉତ୍ପାଦ ଉପରେ କେନ୍ଦ୍ରୀଭୂତ, ଯେଉଁଥିରେ ସାଇଡ୍‌-ବାଏ-ସାଇଡ୍‌ ରେଫ୍ରିଜରେଟର ଠାରୁ ଟପ୍‌ ଏଣ୍ଡ୍‌ ଅଟୋମେଟିକ୍‌ ୱାଶିଂମେଶିନ, ଡବଲ୍‌ ଡୋର୍‌ ରେଫ୍ରିଜରେଟର ଓ ଉନ୍ନତ ଏୟାର କଣ୍ଡିସନର ଆଦି ରହିଛି। ଉପଭୋକ୍ତା ସ୍କିମ୍‌ ସହ ଏହା ଆମର ଗ୍ରାହକମାନଙ୍କୁ ଅପ୍‌ଗ୍ରେଡ୍‌ ହେବା ସହଜ କରିବ। ଏହି ନୂଆ ଉପତ୍ାଦ ଚଳିତ ଉତ୍ସବ ଋତୁରେ ଆମ ପାଇଁ ୫୦%ରୁ ଅଧିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri