Advertisement

ଆଜିଠୁ ପାରାଦୀପରେ ସମରାଭ୍ୟାସ

ଭୁବନେଶ୍ୱର,୧୫।୧୧: ଆଜିଠୁ ପାରାଦୀପ ଉପକୂଳରେ ସମରାଭ୍ୟାସ। ଯାହାର ନାଁ ରଖାଯାଇଛି ‘ସି-ଭିଜିଲ’। ଓଡ଼ିଶା ସମେତ ଆନ୍ଧ୍ର, ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଆଦି ୪ଟି ରାଜ୍ୟ ମିଳିତ ଭାବେ ଏହି ସମରାଭ୍ୟାସ କରିବେ। ନୌସେନା, ସାମୁଦ୍ରିକ ପୋଲିସ, ବନ ବିଭାଗ, ମତ୍ସ୍ୟ ବିଭାଗ, ଓଡିଶା ପୋଲିସ, ଗୁଇନ୍ଦା ବିଭାଗ ଇତ୍ୟାଦି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ୧୩ରୁ ଅଧିକ ସଂସ୍ଥା ଏହି ଅଭ୍ୟାସରେ ସାମିଲ ହେବେ। ଜଳପଥରେ ବାହ୍ୟଶତ୍ରୁର ପ୍ରବେଶ ଉଦ୍ୟମକୁ ପ୍ରତିରୋଧ କରିବାକୁ ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶିଳ୍ପସଂସ୍ଥା ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟ ଜଳ ନଦୀ, ଜଳାଶୟକୁ ପ୍ରଦୂଷିତ କରୁଛି। ସ୍ପଞ୍ଜ୍‌ ଆଇରନ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ବଢୁଛି। ଏହାକୁ...

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ...

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ...

ଦୁରଦିନରେ ପରିବାର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ହେମନ୍ତ

  ଜାମଟିକ୍ରା, ୧୪।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ଝିଲିମିଣ୍ଡା ପଁଚେତ୍‌ ଅଧୀନ ରଙ୍ଗିଆଟିକ୍ରା ଗଁାର ହେମନ୍ତ ମେହେର(୪୫)କଁର ପରିବାର କହେଲେ ମାଏକିନା ଆର...

ଷ୍ଟାର୍ଟଅପ୍‌ ପ୍ରମୁଖ ଭୂମିକା ଗ୍ରହଣ କରିବ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌:ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ...

୨୨ରେ ବିଦ୍ୟୁତ୍‌ ଅଫିସ ଘେରିବ ସିପିଆଇ

ଭୁବନେଶ୍ୱର,୪।୪ (ବ୍ୟୁରୋ): ରାଜ୍ୟରେ ଦେଖାଦେଇଥିବା ବିଦ୍ୟୁତ୍‌ ବିଭ୍ରାଟର ପ୍ରତିବାଦ ସ୍ବରୂପ ଆସନ୍ତା ୨୨ ତାରିଖରେ ସିପିଆଇ ପକ୍ଷରୁ ରାଜ୍ୟର ସମସ୍ତ ବିଦ୍ୟୁତ୍‌ ଅଫିସ୍‌ ଘେରାଉ କରାଯିବ।...

ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି: ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୬।୬(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା। ଏପଟେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ସ୍ଥିତି ବିଗାଡୁଛି ଗୁଳୁଗୁଳି। ଫଳରେ ସାଧାରଣ ଜୀବନଯାତ୍ରା ଗୁରୁତର...

ନାକଚଣା ଦ୍ୱାରରେ ଦୁଇରଥ

ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି...

Advertisement
Archives

Model This Week