Posted inଜାତୀୟ

ଜନ୍ମ-ମୃତ୍ୟୁ ଡାଟାବେସ୍‌ ମାଧ୍ୟମରେ ଏନପିଆର ଅପଡେଶନ ପାଇଁ ପ୍ରସ୍ତୁତି, ଶୀତ ଅଧିବେଶନରେ ବିଲ୍‌ ଆଣି ପାରନ୍ତି ସରକାର…

ନୂଆଦିଲ୍ଲୀ,୨୭।୧୧ : ସଂସଦର ଆଗାମୀ ଶୀତ ଅଧିବେଶନରେ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ବିଲ ଆଗତ କରିପାରିନ୍ତ୍‌ି। ଜନ୍ମ ଏବଂ ମୃତ୍ୟୁ ଡାଟାବେସ ମାଧ୍ୟମରେ ଜାତୀୟ ଜନସଂଖ୍ୟା ରେଜିଷ୍ଟର (ଏନପିଆର) ର ଅପଡେଶନକୁ ଅନୁମତି ଦେବା ସହିତ ଜଡିତ ଏକ ବିଲ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇପାରେ। ଏହି ବିଲ ରେଜିଷ୍ଟ୍ରାର୍‌ ଜେନେରାଲ ଅଫ ଇଣ୍ଡିଙ୍କେୁ ଜନ୍ମ ଏବଂ ମୃତ୍ୟୁ ଡାଟାବେସ ବଜାୟ ରଖିବାକୁ ଏବଂ ଏନପିଆରକୁ ଅପଡେଟ କରିବାକୁ ଅନୁମତି ଦେଇଥାଏ।

ଏହି ବିଲ ମାଧ୍ୟମରେ, ରେଜିଷ୍ଟ୍ରେଶନ ଅଫ ବାର୍ଥ ଆଣ୍ଡ ଡେଥ (ଆରବିଡି) ଆକ୍ଟ, ୧୯୬୯ରେ ସଂଶୋଧନ ଲୋଡାଯାଇଛି। ଗତ ବର୍ଷ ଅକ୍ଟୋବରରେ ପ୍ରସ୍ତାବ ଉପରେ ସର୍ବସାଧାରଣଙ୍କ ମତାମତ ଏବଂ ପରାମର୍ଶ ପାଇଁ ଏହାକୁ ଉପସ୍ଥାପନ କରାଯାଇଥିଲା। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ଭୋଟର ତାଲିକା, ଆଧାର ଡାଟାବେସ, ରାଶନ କାର୍ଡ, ପାସପୋର୍ଟ ଏବଂ ଡ୍ରାଇଭିଂ ଲାଇସେନ୍ସ ଅପଡେଟ କରିବା ପାଇଁ ଏହି ଡାଟା ବ୍ୟବହାର କରାଯିବ।

ରିପୋର୍ଟ ଅନୁଯାୟୀ, ଆରବିଡି ଆକ୍ଟରେ ସରକାର ଧାରା ୩-ଏ ଯୋଡିବାକୁ ଚାହୁଁଛନ୍ତି। ବିଲରେ ଦର୍ଶାଯାଇଛି ଯେ ରେଜିଷ୍ଟ୍ରାର ଜେନେରାଲ ଭାରତରେ ଜନ୍ମ ଏବଂ ମୃତ୍ୟୁର ଏକ ଜାତୀୟ ସ୍ତରରେ ପଞ୍ଜୀକୃତ ଡାଟାବେସ ବଜାୟ ରଖିବେ, ଯାହାର ବ୍ୟବହାର ଅନୁମତି ସହିତ କରାଯାଇପାରିବ। ଜନ୍ମ ଏବଂ ମୃତ୍ୟୁ ବିଷୟରେ ସୂଚନା ଦେବା ପାଇଁ ନାଗରିକ ତଥା ଘରର ମୁଖ୍ୟଙ୍କ ଆବଶ୍ୟକତା ସହିତ କାର୍ଯ୍ୟ କରୁଥିବା ଧାରା ୮ ରେ ମଧ୍ୟ ଏକ ସଂଶୋଧନ ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?