ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି

ପାଟଣା,୧୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସାରସକେଲା ପଞ୍ଚାୟତ ତୁଳସୀପୁରଠାରେ ପାଟଣା ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏକ ସୁରମ୍ୟ ଜଙ୍ଗଲ ପରି ବେଷ୍ଟିତ ଅଞ୍ଚଳରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍‌ବ ପରିମିତ ଜମିରେ ହରିହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଭକ୍ତିମୟ ପରିବେଶରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଶ୍ରମ ପ୍ରତିଷ୍ଠା ଦ୍ୱାରା ପାଟଣା ଓ ଏହାର ଆଖପାଖ ଅଞ୍ଚଳରେ ଆଧ୍ୟାତ୍ମିକ ଚେତନାର ଉଦ୍ରେକ ସହ ଶାରୀରିକ ସୁସ୍ଥତା ଓ ନିରୋଗ ରହିବାର ଯୋଗର ପ୍ରସାର ଓ ପ୍ରସାର ହେବ ବୋଲି ମତ ପ୍ରକାଶ ପାଇଛି। କାର୍ଯ୍ୟକ୍ରମରେ ରବିବାର ସକାଳ ୬ରେ କ୍ରିୟା ଯୋଗ ଧ୍ୟାନ, ୯ ଟାରେ ଗୁରୁ ପାଦୁକାପୂଜା, ହୋମ, ଅପରାହ୍ନ ୪ଟା ୩୦ରେ ଭଜନ ସମାରୋହ, ସନ୍ଧ୍ୟା ୬ଟାରେ ସତସଙ୍ଗ ପରମ ହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କ, ରାତି ୮ଟାରେ ପ୍ରସାଦ ସେବନ ବ୍ୟବସ୍ଥା ରହିଛି। ସୋମବାର ସକାଳ ୭ ଘଟିକାରେ କ୍ରିୟା ଯୋଗ ଦୀକ୍ଷା ଗ୍ରହଣ ବ୍ୟବସ୍ଥା ରହିଛି। ଶ୍ରଦ୍ଧାଳୁ ଓ ଆଧ୍ୟାତ୍ମିକ ବାଦି ବିପୁଳ ସଂଖ୍ୟାରେ ଯୋଗ ଦେଇ ଏହି ଆଧ୍ୟାତ୍ମିକ ଚେତନା ଜାଗରଣ କେନ୍ଦ୍ରରେ ଅଂଶଗ୍ରହଣ କରିବାକୁ ପ୍ରଜ୍ଞାନ ମିଶନ ତରଫରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri