ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ଏବେଠୁ ଚାଲିଛି ଜୋର୍‌ଦାର ପ୍ରସ୍ତୁତି, ଚଳିତଥର ପୂଜାର୍ଚ୍ଚନା ସହ…

ଜଗନ୍ନାଥପ୍ରସାଦ,୬ା୯(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ମୁଖ୍ୟବଜାରଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମା’ କରଞ୍ଜେଇ ବଣିକ ସଂଘ ପକ୍ଷରୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ଏହି ଅବସରରେ ଗ୍ରାମ ଦେବତୀ ମା’ କରଞ୍ଜେଇ ମା’ କନକଦୁର୍ଗାଙ୍କୁ ପୂଜାର୍ଚ୍ଚନା କରାଯିବା ସହ ଅସ୍ଥାୟୀ ମଣ୍ଡପଠାରେ ପୂଜାର୍ଚ୍ଚନା କରାଯାଇ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ବଣିକ ସଂଘସଭାପତି ନେତାଜୀ ପାତ୍ର, ଉପଦେଷ୍ଟା ପ୍ରସନ୍ନ ପାତ୍ର, ମାନସ ରଞ୍ଜନ ପରିଛା, ବିନାୟକ ମହାପାତ୍ର, ଅମିତାଭ ମହାପାତ୍ରଙ୍କ ଉପସ୍ଥିତିରେ କର୍ତ୍ତା ମହେନ୍ଦ୍ର ପଣ୍ଡା, ପୁରୋହିତ ନାରାୟଣ ଦାସ, ଉପସଭାପତି ରବି ନାରାୟଣ ମହାରଣା, ସମ୍ପାଦକ ଜିତେନ୍ଦ୍ର ପ୍ରଧାନ, ସହ ସମ୍ପାଦକ ଶୁଭମ ପାତ୍ର,ରାକେଶ ସାହୁ, ବସନ୍ତ ସାମଲ ରଙ୍କନିଧି ନାୟକ,ସନ୍ନ୍ୟାସୀ ଦାସ, କେଳା ପ୍ରଧାନ, ହୃଷୀକେଶ ମହାନ୍ତି, ଫିରୋଜ ଗୌଡ଼, ପପୁ ସାହୁ, ସମୀର ପାତ୍ର, ଦେବରାଜ ପ୍ରଧାନ, ଲକ୍ଷ୍ମୀ ପାତ୍ର, ଅମିତ ବେହେରା, ମନୋଜ ପାତ୍ରଉପସ୍ଥିତ ଥିଲେ। ଏହି ପର୍ବ ଚଳିତ ଥର ପୂଜାର୍ଚ୍ଚନା ସହ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?