ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ନେଇ ଚାଲିଛି ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୧।୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିବେ। ହିଞ୍ଜିଳି ଏବଂ ପୁରୁଷୋତ୍ତମପୁର ବ୍ଲକର ‘ମା ତାରାତାରିଣୀ’ଙ୍କ ପୀଠସ୍ଥଳୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନାର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି I ଏ ନେଇ ଗଞ୍ଜାମ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏସ୍‌ପି ବ୍ରିଜେସ କୁମାର ରାୟ ଉପସ୍ଥିତ ରହି କିଭଳି ପ୍ରକାରେ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦିଆଯିବ ସହ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରାଯିବ ସେନେଇ ବିଭିନ୍ନ ନିର୍ଦ୍ଦେଶ ମାନ ଦେଇ ମକ୍‌ଡ୍ରିଲ କରାଇଛନ୍ତି। ଏଥିରେ ପୁରୁଷୋତ୍ତମପୁର ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିଥିବା ବେଳେ ୨ ଜଣ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୧୬ ପ୍ଳାଟୁନ ଫୋର୍ସ, ୧୦୦ ହୋମଗାର୍ଡ,୧୮ଜଣ ଇନ୍ସପେକ୍ଟର ୩୬ ସବ୍‌ ଇନ୍ସପେକ୍ଟର, ୬୪ କନଷ୍ଟେବଳ ନିୟୋଜିତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri