Posted inଜାତୀୟ

୨୦୨୪ ପାଇଁ ପ୍ରସ୍ତୁତି: ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ଉଦ୍ଧବ-ପାଓ୍ବାର ସେନା…

ନୂଆଦିଲ୍ଲୀ,୨୫।୧୦ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ନଭେମ୍ବର ୭ରେ ମହାରାଷ୍ଟ୍ରରେ ପ୍ରବେଶ କରିବ। ପଦଯାତ୍ରାର ମହାରାଷ୍ଟ୍ର ପର୍ଯ୍ୟାୟ ବେଶ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଚର୍ଚ୍ଚା ହେଉଛି। ଏହି ପଦଯାତ୍ରାରେ ଉଦ୍ଧିବ ଠାକରେଙ୍କ ସେନା ଏବଂ ଶରଦ ପାଓ୍ବାରଙ୍କ ଏନସିପି କର୍ମୀ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଗାମୀ ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏନସିପି ଏବଂ ଉଦ୍ଧବଙ୍କ ସମର୍ଥକ ଏହି ପଦଯାତ୍ରାରେ ସାମିଲ ହେବେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ପାଓ୍ବାରଙ୍କ ଅନୁସାରେ କଂଗ୍ରେସ ଦ୍ୱାରା ଆରମ୍ଭ ହୋଇଥିବା ଏହି ପଦଯାତ୍ରା ଦେଶର ସମାଜରେ ସମରସତାକୁ ସୁଦୃଢ଼ କରିବା ଲାଗି ଏକ ପ୍ରୟାସ। ଏହାଦ୍ୱାରା ଭାଜପା ବିରୋଧୀ ଏକ ଶକ୍ତିଶାଳୀ ମେ୍ଯଯ ଗଠନ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୁ ୪୪୦ ବୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ….

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri