ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି ଏହି ମହୋତ୍ସବ ପାଳନ କରାଯିବ। ଏଥିପାଇଁ ମଞ୍ଚକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ ଚଳିତବର୍ଷ ଅଧିକ ଶୀତ ଅନୁଭୂତ ହେଉଥିବାରୁ ପର୍ଯ୍ୟଟକଙ୍କ ପାଇଁ କପଡ଼ା ଟେଣ୍ଟ ବଦଳରେ ଜର୍ମାନ ହ୍ୟାଙ୍ଗର ଟେଣ୍ଟ ବ୍ୟବସ୍ଥା କରାଯାଇଛି। ଯାହାକି ପୂର୍ବ ନିର୍ଦ୍ଧାରିତ ପ୍ରକାରେ ନୂଆବର୍ଷରେ ଏହି କାର୍ଯ୍ୟକ୍ରମକୁ ଆରମ୍ଭ କରାଯାଇଛି। ବିଡିଓ ତଥା ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ଓ ଅନ୍ୟ କର୍ମକର୍ତ୍ତା ମହୋତ୍ସବ ପଡ଼ିଆରେ ପହଞ୍ଚି ଏହି ଟେଣ୍ଟ, ମଞ୍ଚ କାର୍ଯ୍ୟକୁ ତଦାରଖ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ…

ଛତ୍ରପୁରରେ ମହୋତ୍ସବ, ଗଞ୍ଜାମ ସହରରେ କେବେ? ପ୍ରଶାସନ-ରାଜନେତାଙ୍କ ଇଛା ଶକ୍ତି ଅଭାବ ପରିଲକ୍ଷିତ

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ହେଡ଼କ୍ୱାର୍ଟର ଛତ୍ରପୁର ଷ୍ଟାଡିୟମଠାରେ ପାଞ୍ଚ ଦିନ ଧରି ଛତ୍ରପୁର ମହୋତ୍ସବ ୨୦୨୬ ଅନୁଷ୍ଠିତ ହୋଇଥିଲା l ଏହା ଶୁକ୍ରବାର ସନ୍ଧ୍ୟାରେ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri