ଉତ୍ସବ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି

ଦିଗପହଣ୍ଡି,୧୯ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀଛକରେ ୨୩ ତାରିଖ ଶୁକ୍ଳପକ୍ଷ ଶ୍ରୀ ପଞ୍ଚମୀ ତିଥିରେ କବିସୂର୍ଯ୍ୟଙ୍କ ଜୟନ୍ତୀ ମହୋତ୍ସବ ପାଳନ କରାଯିବ। ସୋମବାର ଅପରାହ୍ନରେ ସ୍ଥାନୀୟ ଏନ୍‌ଏସି ସମ୍ମିଳନୀ କକ୍ଷରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଛି। ସଭାପତି ତଥା ଆଇନଜୀବୀ ଅଶେଷ ନାଥ ମିଶ୍ର ସଭାରେ ଅଧ୍ୟକ୍ଷତା କରିଥିଲେ। ମହୋତ୍ସବକୁ ସଫଳ କରାଯିବା ପାଇଁ ସଭାରେ ସର୍ବସମ୍ମତ ନିଷ୍ପତ୍ତି ଗୃହୀତ କରାଯାଇଥିଲା। ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ପଞ୍ଚାୟତର କବିସୂର୍ଯ୍ୟଙ୍କ ଜନ୍ମପୀଠ ବିଜୟନଗରଗଡ଼ ଗ୍ରାମରୁ କବିସୂର୍ଯ୍ୟଙ୍କ ଜ୍ୟୋତି ବିଭିନ୍ନ ଗ୍ରାମାଞ୍ଚଳ ଓ ଦିଗପହଣ୍ଡି ସହର ପରିକ୍ରମା କରିବା ପରେ ଅପରାହ୍ନରେ ମହୋତ୍ସବ ସ୍ଥଳରେ ପହଞ୍ଚତ୍ବା ପାଇଁ ସଭାରେ ନିଷ୍ପତ୍ତି ନିଆଯାଇଥିଲା। ସନ୍ଧ୍ୟାରେ ସଭା ସରିବା ପରେ ବିବିଧ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ପାଇଁ ପ୍ରସ୍ତାବ ଗୃହୀତ କରାଯାଇଥିଲା। ସଭାରେ ପରିଷଦର ସମ୍ପାଦକ କୁରେଶୁ ପଣ୍ଡା ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହ ଓଡ଼ିଶା ମିଳିତ ନାଗରିକ ସଙ୍ଗଠନର ଆବାହକ ଡ.ବାଳକୃଷ୍ଣ ପଣ୍ଡା ସମଗ୍ର ଓଡ଼ିଆ ଜାତିର ଗୌରବ କବିସୂର୍ଯ୍ୟ ବଳଦେବ ରଥଙ୍କ ସାହିତ୍ୟ କୃତିକୁ ୟୁନେସ୍କୋ ତାଲିକାରେ ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି କରିଥିବାରୁ ତାଙ୍କୁ ସଭାରେ ଆଲୋଚନା ହୋଇଥିଲା। ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ ପାତ୍ର, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ପୂର୍ବତନ ସରପଞ୍ଚ କେ.ସଞ୍ଜୀବ କୁମାର ରେଡ୍ଡୀ, ସରକାରୀ ଆଇନଜୀବୀ ପରେଶ ଚନ୍ଦ୍ର ରଥ, ଆଇନଜୀବୀ ହରପ୍ରସାଦ ରଥ, ମନୋରଞ୍ଜନ ପଣ୍ଡା, ଗୋପାଳକୃଷ୍ଣ ମଲ୍ଲିକ, ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri