ଖରିଫ ଧାନ ମଣ୍ଡି ପରିଚାଳନା ନେଇ ପ୍ରସ୍ତୁତି

କର୍ଲାମୁଣ୍ଡା,୧ା୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଆଦର୍ଶ ପ୍ରାଥମିକ କୃଷି ସମବାୟ ସମିତି ସଭା ଗୃହଠାରେ ଶନିବାର ଚଳିତ ବର୍ଷ ଖରିଫ ଋତୁରେ ହେବାକୁ ଥିବା ଧାନମଣ୍ଡି ବିଷୟରେ ଏକ ପ୍ରସ୍ତୁତି ବୈଠକ ସମବାୟ ସମିତିର ସଭାପତି ଦେବରାଜ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୋରପଦର ପଞ୍ଚାୟତ ସରପଞ୍ଚ ସୁବାସ ସାହୁ, ବୋରପଦର ରାଜସ୍ବ ନିରୀକ୍ଷକ ଶୁଭ ଚିନ୍ତକ ନାଏକ, ଜୋରାଡ଼ବରା ରାଜସ୍ବ ନିରୀକ୍ଷକ ଗୌରହରି ମହଲା, ବରିଷ୍ଠ ଚାଷୀ ନୀଳାମ୍ବର ବେହେରା, ଚାଷୀ ପ୍ରତିନିଧି ଅବନୀ ପ୍ରସାଦ ସାହୁ, ଟିକୁନୁ ସାହୁ, ଧ୍ରୁବ ସାହୁ, ସମବାୟ ସମିତିର ଉପ ସଭାନେତ୍ରୀ ସଜନା ବତୀ ସାହୁ, ସମ୍ପାଦକ ସୁମନ୍ତ ସାହୁ ଏକତରାର ମା’ ଲଙ୍କେଶ୍ବରୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାଙ୍କ ସମେତ ଚାଷୀ ଭଉଣୀଭାଇ ଉପସ୍ଥିତ ରହି ମଣ୍ଡି ସୁପରିଚାଳନା ଉପରେ ଆଲୋଚନା କରିଥିଲେ। ଏଥିରେ ଚାଷୀମାନଙ୍କୁ ନେଇ ସମବାୟସ୍ତରୀୟ ଧାନକ୍ରୟ କମିଟି ଗଠନ କରାଯାଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?