ଶ୍ରୀମନ୍ଦିରରେ ଚନ୍ଦନ ଯାତ୍ରା ନେଇ ପ୍ରସ୍ତୁତି

ପୁରୀ ଅଫିସ,୩୦।୪(ବ୍ୟୁରୋ): ଚନ୍ଦନ ଯାତ୍ରାକୁ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଧକ୍ଷତାରେ ଶନିବାର ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ଏସ୍‌ପି, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଶୃଙ୍ଖଳିତ ନୀତି, ପ୍ରଭୁଙ୍କ ଜଳକ୍ରୀଡା, ପୋଲିସ ଓ ଟ୍ରାଫିକ୍‌ ବ୍ୟବସ୍ଥା ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।
ଖବର ଅନୁଯାୟୀ, ଆସନ୍ତା ମେ ୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ପଡ଼ୁଥିବା ବେଳେ ଗତ ଦୁଇବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ଭକ୍ତ ମାନେ ଚନ୍ଦନ ଯାତ୍ରାରେ ସାମିଲ ହୋଇ ନ ଥିଲେ। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ଚାପ ଖେଳିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା। ଭକ୍ତମାନେ କିଭଳି ଭାବେ ଶୃଙ୍ଖଳିତ ଦର୍ଶନ କରିବା ସହ ସୁରକ୍ଷା ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri