ଦଶମ,ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର,୧୦।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ବ୍ୟାପକ ଆଲୋଚନା କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ଆଲୋଚନା ପରେ ବୋର୍ଡ ଓ କାଉନସିଲ ମୁଖ୍ୟ ପରୀକ୍ଷା ସମୟ ଧାର୍ଯ୍ୟ କରିବେ ବୋଲି ସ୍ପଷ୍ଟ ହୋଇଛି ।

ବିଏସ୍‌ସି ଏବଂ ସିଏଚ୍‌ଏସ୍‌ଇ ପକ୍ଷରୁ ଏହି ଆଲୋଚନା କରାଯିବ । ପରୀକ୍ଷା ପରିଚାଳନା କର୍ତ୍ତୃପକ୍ଷଙ୍କ ସହିତ ଛାତ୍ର, ଶିକ୍ଷକ, ଅଭିଭାବକ, ଶିକ୍ଷାବିତ୍‌ ଏବଂ ବିଶେଷଜ୍ଞଙ୍କ ସହ ବ୍ୟାପକ ଆଲୋଚନା ପରେ ପରୀକ୍ଷା ଓ ମୂଲ୍ୟାୟନ ନେଇ ପ୍ରସ୍ତାବ ଗ୍ରହଣ କରାଯିବା ପରେ ନିଷ୍ପତ୍ତି ନିଆଯିବ ।

 


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୧, ଲୋକାଲ କେସ୍‌...

ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଟେଲି ପୁରସ୍କାର ପାଇଁ ୨୦ ବିଭାଗରେ ମୋଟ ୩ଲକ୍ଷ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର...

ଘରେ ବସି ହ୍ବାଟ୍ସଆପ୍‌ ଜରିଆରେ ଡାକଘରୁ ଅର୍ଡର କରିପାରିବେ ତ୍ରିରଙ୍ଗା

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ହେଉଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ ୧୩ରୁ ୧୫ ଅଗଷ୍ଟ ୩ଦିନ ପର୍ଯ୍ୟନ୍ତ ଘରେ...

ମ୍ୟାଚ୍‌ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ

କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍‌ଲାଇନରେ ଟିକେଟ ମିଳୁଛି ।...

ଲୋକଙ୍କ ଅକ୍ତିଆରରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଭୁବନେଶ୍ୱରରେ ହକି ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ମୋ ସାଇକେଲ ଓ ମୋ ବସ୍‌କୁ ଉଦ୍‌ଘାଟନ...

କାମ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍‌ ଲାଇନ୍‌ ପାଇପ୍‌: ୨ ଶ୍ରମିକ ମୃତ, ୩ ଆହତ

ନୟାଗଡ଼ ଅଫିସ,୪।୨: ନୟାଗଡ଼ ଜିଲା ସୁନାନଟି ବ୍ରିଜ ନିକଟରେ ଶନିବାର ଗ୍ୟାସ ଲାଇନ୍‌ ପାଇପ୍‌ ଫାଟିଛି। ଏଥିରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩...

ଘରଭଙ୍ଗା ତଦନ୍ତ ପାଇଁ ଯାଇ ଅତିରିକ୍ତ ତହସିଲଦାର ହଟହଟା : ଗାଁ ଭିତରକୁ ଛାଡ଼ିଲେନି ଶତାଧିକ ମହିଳା

ନିମାପଡ଼ା,୧।୭ (ଡି.ଏନ୍‌.ଏ.) : ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚଶାସନ ପଞ୍ଚାୟତର ବିଶ୍ୱାଳସାହି ଗ୍ରାମରେ ରବିବାର ବାତ୍ୟା କ୍ଷତିଗ୍ରସ୍ତ ଘରଭଙ୍ଗା ତଦନ୍ତ କରିବାକୁ ଯାଇ ଜଣେ ଅତିରିକ୍ତ...

୨୩ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୧୧ା୮(ବ୍ୟୁରୋ):ରାଜ୍ୟରେ ବର୍ଷା ଅଭାବରୁ ମରୁଡ଼ି ଆଶଙ୍କା ଦେଖାଦେଲାଣି। ରାଜ୍ୟର ୨୩ ଜିଲାରେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ସେହି...

Advertisement
Archives

Model This Week