ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି ଉତ୍ସବ‘ଘୁମୁରା’l ଏଣୁ ଏହାର ପ୍ରଚାର ପ୍ରସାର ଏବଂ କେମିତି ଉତ୍ସବ ଆୟୋଜନ କରାଯିବା ସେନେଇ  ଥୁଆମୂଳ ରାମପୁର ସମିତି ସଭାଗୃହଠାରେ ବ୍ଲକ୍ ଅଧକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତାରେ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l

ପ୍ରସ୍ତୁତି ବୈଠକରେ ଚଳିତ କଳାହାଣ୍ଡି ଉତ୍ସବ କିଭଳି ଅଧିକ ଆକର୍ଷଣୀୟ ହେବ ସେ ବିଷୟରେ ଆଲୋଚନା କରାଯାଇ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି ଓ ବ୍ଲକ ଅଧକ୍ଷ ମାଝୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଆସନ୍ତା ଜାନୁଆରୀ ୭ ଓ ୮ ତାରିଖରେ ବ୍ଲକ ସଦର ବାବା ଖଣ୍ଡୁଆଳ ଖେଳ ପଡିଆଠାରେ ଉତ୍ସବ ଅନୁଷ୍ଠିତ ହେବ। ସେହିପରି ଚଳିତ ମାସ ୨୨ଠାରୁ ଜାନୁଆରୀ ୪ ତାରିଖ ଭିତରେ ବ୍ଲକର ୨୪ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଉତ୍ସବ ପାଳନ କରାଯିବ। ଏହାର ପରିଚାଳନା ପାଇଁ ବିଭିନ୍ନ କମିଟି ଗଠନ କରାଯାଇ ଦାୟିତ୍ୱ ବଣ୍ଟନ କରାଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ମାଣିକ୍ୟ ଚନ୍ଦ୍ର ନାଏକ, ଯୁକ୍ତ ଦୁଇ ମହାବିଦ୍ୟାଳୟ ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା, ବ୍ଲକ ଉପାଧ୍ୟକ୍ଷ ଜୟନ୍ତୀ ମାଝୀ, ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ହେମନ୍ତ ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ, ଖବରଦାତା ବଳଭଦ୍ର ବାଗ, ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri