ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ପତାକା ଉତ୍ତୋଳନ କରିବା ପାଇଁ ସ୍ଥିର ହୋଇଛି। ବିଇଓ ବିନୋଦ ବିହାରୀ ଦିଗଲଙ୍କ ତତ୍ତ୍ୱାବଧାନରେ ମଙ୍ଗଳବାର ଛାତ୍ରୀଛାତ୍ରମାନଙ୍କ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ବିଦ୍ୟାଳୟ ଏବଂ କଲେଜ ଛାତ୍ରୀଛାତ୍ରମାନେ ଭାଗ ନେଇଥିଲେ । ପ୍ରାଥମିକସ୍ତରରୁ ଯୁକ୍ତ ୩ ପର୍ଯ୍ୟନ୍ତ ୧୦ଟି ବିଭାଗରେ ପ୍ରବନ୍ଧ, ବକ୍ତୃତା, ଚିତ୍ରାଙ୍କନ, ସଂଗୀତ ଆଦି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ବିଦ୍ୟାଳୟର ଶିକ୍ଷକଙ୍କୁ ନେଇ ଗଠିତ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ଶ୍ରେଷ୍ଠ ମନୋନୀତ ହୋଇଥିବା କୃତୀ ପ୍ରତିଯୋଗୀଙ୍କୁ ସ୍ବାଧୀନତା ଦିବସ ଅବସରରେ ପୁରସ୍କୃତ କରାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?