ପଞ୍ଚାୟତ- ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଯୋଗଦେଲେ ୧୨ ଜିଲାର…

ସମ୍ବଲପୁର, ୧୩।୧(ପ୍ରମୋଦ ବହିଦାର):ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମ୍ବଲପୁରରେ ଡିଭିଜନାଲ ଜିଲାପାଳ ସମ୍ମିଳନୀ ହୋଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ, ସଚିବ ସନ୍ତୋଷ କୁମାର ଦାଶ ଓ RDC, ସମ୍ବଲପୁର ସଚିନ ରାମଚନ୍ଦ୍ର ଜାଧବ ମଞ୍ଚାସୀନ ଅଛନ୍ତି।

ଉତ୍ତରାଞ୍ଚଳ RDC ଅଫିସ୍‌ରେ ଏହି ବୈଠକଆରମ୍ଭ ହୋଇଛି। ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଇଲେକ୍ଟୋରାଲ ରୋଲ ପ୍ରସ୍ତୁତି ଆଲୋଚନା ହୋଇଛି। ବୈଠକରେ ଉତ୍ତରାଞ୍ଚଳ ରେଞ୍ଜ ଅନ୍ତର୍ଗତ ୧୨ ଜିଲାର ଜିଲାପାଳ ଉପସ୍ଥିତ ଅଛନ୍ତି। ଅତିରିକ୍ତ ଜିଲାପାଳ ଓ ଉପଜିଲାପାଳ ମଧ୍ୟ ବୈଠକରେ ଉପସ୍ଥିତ ଅଛନ୍ତି। ଏହି ବୈଠକ ୩ ଟା ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri