ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ: ଥିଏଟର କମାଣ୍ଡକୁ ଜିନପିଙ୍ଗଙ୍କ ନିର୍ଦ୍ଦେଶ…

ବେଜିଂ,୧୩।୪ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ସଶସ୍ତ୍ର ବାହିନୀର ସାଉଥ ଥିଏଟର କମାଣ୍ଡ ନୌସେନା ତଦାରଖ କରିଛନ୍ତି। ଏହା ସହିତ ସେ ଦକ୍ଷିଣ ଚାଇନା ସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ ସୈନିକମାନଙ୍କର ତାଲିମ ଏବଂ ଯୁଦ୍ଧ ପ୍ରସ୍ତୁତିର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ଦକ୍ଷିଣ ଚାଇନା ସାଗରରେ ଥିବା ଚାଇନା ଯୁଦ୍ଧ ଜାହାଜଗୁଡ଼ିକ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରୁଥିବାବେଳେ ବିମାନ ପରିବହନକାରୀ ଏବଂ ବିନାଶକାରୀ ସମେତ ଆମେରିକାର ଅନ୍ୟ ଯୁଦ୍ଧ ଜାହାଜ ଉପରେ ନଜର ରଖିଥାଏ।

ସରକାରୀ ଖବର ଏଜେନ୍ସି ଜିନହୁଆ ଏକ ରିପୋର୍ଟରେ କହିଛନ୍ତି, କେନ୍ଦ୍ରୀୟ ସାମରିକ ଆୟୋଗର ଅଧ୍ୟକ୍ଷ ଶି ଜିନପିଙ୍ଗ ସଶସ୍ତ୍ର ବାହିନୀର ଆଧୁନିକୀକରଣ ସ୍ତରକୁ ବୃଦ୍ଧି କରିବା ପାଇଁ ପରିବର୍ତ୍ତନକୁ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଞ୍ଚଳିକ ସାର୍ବଭୌମତ୍ୱ ତଥା ସାମୁଦ୍ରିକ ସ୍ବାର୍ଥକୁ ସେନା ସୁରକ୍ଷା କରିବା ଉଚିତ ବୋଲି ସେ କହିଛନ୍ତି। ଏଥି ସହିତ, ଆଖପାଖର ସ୍ଥିରତା ରକ୍ଷା କରିବାକୁ ପ୍ରୟାସ କରାଯିବା ଜରୁରୀ ବୋଲି ସେ ସୈନ୍ୟଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?