ଜୀବିତ ଅବସ୍ଥାରେ ମୃତ୍ୟୁ ପାଇଁ ପ୍ରସ୍ତୁତ: ଗାଜାରେ ପିଲାମାନଙ୍କୁ ପିନ୍ଧାଯାଉଛି ସ୍ବତନ୍ତ୍ର ବ୍ରେସଲେଟ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଜେରୁଜେଲମ,୨୬।୧୦: ଯୁଦ୍ଧର ଭୟାବହତା ଏତେ ନିଷ୍ଠୁର ଯେ ମାନବ ଜୀବନର କୌଣସି ମୂଲ୍ୟ ନ ଥାଏ,ଯେଉଁମାନେ ମରନ୍ତି ସେମାନେ କେବଳ ସଂଖ୍ୟାରେ ପରିଣତ ହୁଅନ୍ତି। ଗାଜା ଷ୍ଟ୍ରିପରେ ମଧ୍ୟ ଏହା ଦେଖିବାକୁ ମିଳୁଛି। ଏପର୍ଯ୍ୟନ୍ତ ଇସ୍ରାଏଲର ଗୁଳିରେ ୬ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଗାଜା ଅଞ୍ଚଳର ଲୋକଙ୍କୁ ପରିଚୟ ବିନା କବରରେ ପୋତି ଦିଆଯାଉଛି। ଜଣେ ପାଲେଷ୍ଟାଇନ ନାଗରିକ କହିଛନ୍ତି ଯେ, ମୃତଦେହକୁ ନାମ ବଦଳରେ ନମ୍ବର ଦେଇ ପୋତି ଦିଆଯାଉଛି। ବର୍ତ୍ତମାନ ଗାଜା ଅଞ୍ଚଳର କିଛି ପରିବାର ନିଜ ସମ୍ପର୍କୀୟଙ୍କୁ ସ୍ବତନ୍ତ୍ର ରଙ୍ଗର ବ୍ରେସଲେଟ ପିନ୍ଧିବା ଆରମ୍ଭ କରିଛନ୍ତି। ଏହାଦ୍ୱାରା ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଥିବା ବେଳେ ମୃତଦେହକୁ ବ୍ରେସଲେଟରୁ ଚିହ୍ନଟ କରାଯାଇପାରିବ।
ଅକ୍ଟୋବର ୭ରେ ହମାସ ଆତଙ୍କବାଦୀମାନେ ଇସ୍ରାଏଲ ସୀମାରେ ପ୍ରବେଶ କରି ୧୪୦୦ ଜଣଙ୍କୁ ହତ୍ୟା କରିଥିଲେ। ଏହି ବର୍ବର ଆକ୍ରମଣର ଜବାବରେ ଇସ୍ରାଏଲ ହମାସ ବିରୋଧରେ ଯୁଦ୍ଧ ଆରମ୍ଭ କରି ଗାଜା ଷ୍ଟ୍ରିପ ଉପରେ ବୋମା ପକାଇବା ଆରମ୍ଭ କରିଛି। ଇସ୍ରାଏଲର ଆକ୍ରମଣ ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ଗାଜା ଷ୍ଟ୍ରିପରେ ୬୫୦୦ ଲୋକ ପ୍ରାଣ ହରାଇଛନ୍ତି ଏବଂ ହଜାର ହଜାର ଲୋକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?