ବଳକା ତେଲରେ ଖାଦ୍ୟ ପ୍ରସ୍ତୁତି କରୁଛନ୍ତି କି? ସାବଧାନ! ହୋଇପାରେ ଏସବୁ ମାରାତ୍ମକ ରୋଗ

ସାଧାରଣତଃ କିଛି ଖାଦ୍ୟପଦାର୍ଥ ଛାଣି ସାରିବା ପରେ ତେଲ ବଳି ଯାଇଥାଏ। ଅନେକ ଲୋକ ସେହି ତେଲକୁ ରଖି ପୁଣି ଥରେ ରୋଷେଇରେ ବ୍ୟବହାର କରିଥା’ନ୍ତି। କିନ୍ତୁ ଏହି ତେଲ ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ କ୍ଷତିକାରକ। ଏହା କର୍କଟ ଏବଂ ହୃଦ୍‌ରୋଗ ଭଳି ବିଭିନ୍ନ ମାରାତ୍ମକ ରୋଗକୁ ଆମନ୍ତ୍ରଣ କରିଥାଏ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି।

ଜାଣନ୍ତୁ କାହିଁକି ହୋଇପାରେ ଏହି ମାରାତ୍ମକ ରୋଗ :
ଛଣାତେଲକୁ ବାରମ୍ବାର ଗରମ କରିବା ଫଳରେ ଉକ୍ତ ତେଲର ଗନ୍ଧ ଉଡ଼ି ଆଣ୍ଟିଅକ୍ସିଡାଣ୍ଟ୍‌ ପରିମାଣ କମ୍‌ ହୋଇଯାଏ। ଫଳରେ କର୍କଟ ଏବଂ ହୃଦ୍‌ରୋଗ, ହେବାର ଅଧିକ ସମ୍ଭାବନା ସୃଷ୍ଟି ହେବା ସହ କୋଲେଷ୍ଟୋରଲ୍‌ ପରିମାଣ ବୃଦ୍ଧି ପାଇଥାଏ। ବେଳେବେଳେ ପକୁଡ଼ି କିମ୍ବା ଚିପ୍‌ସ ଛାଣିବା ପାଇଁ ପୂର୍ବର ବଳକା ତେଲ ସହିତ ଆଉ କିଛି ତେଲ ମିଶା ଯାଇ ଛଣା ଯାଇଥାଏ। ଏହା ମଧ୍ୟ ସ୍ବାସ୍ଥ୍ୟ ପକ୍ଷେ ହାନିକାରକ। ଏହା ପେଟ ଜନିତ ସମସ୍ୟା ସୃଷ୍ଟି କରିବା ସହ ହଜମ ପ୍ରକ୍ରିୟା ଅସହଜ ମନେ ହୋଇଥାଏ। ଏଥିସହିତ ଛଣାତେଲରେ ଆଉ ଥରେ କିଛି ଛାଣି ଖାଇଲେ ମୁଣ୍ଡବିନ୍ଧା, ଦୃଷ୍ଟିଶକ୍ତି ଏବଂ ସ୍ମରଣଶକ୍ତି ଉପରେ ମଧ୍ୟ କୁପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri