ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ପ୍ରତିମା ମିଶ୍ର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଉତ୍କର୍ଷ ପ୍ରତିଭାମାନଙ୍କୁ ଅଭିବାଦନ କରିଥିଲେ ।

ଶିକ୍ଷା ମନ୍ତ୍ରାଳୟ, ଭାରତ ସରକାରଙ୍କ ଦ୍ୱାରା ପରିକଳ୍ପିତ ଏହି ପ୍ରେରଣା ଉତ୍ସବ ମାଧ୍ୟମରେ ଢେଙ୍କାନାଳ ଜିଲାର ୩୦ ଜଣ ଛାତ୍ରୀଛାତ୍ର ଜାତୀୟ ସ୍ତର ପାଇଁ ମନୋନୀତ ହେଲେ । ସେମାନେ ପ୍ରବନ୍ଧ ଲିଖନ, କବିତା ପଠନ, ଚିତ୍ରାଙ୍କନ, ଗଳ୍ପ କଥନ, କେରିକେଚର ଇତ୍ୟାଦି ବହୁବିଧ ବିଭାଗରେ ନିଜର ଅନ୍ତର୍ନିହିତ କଳା ଓ ପ୍ରତିଭା ଦେଖେଇ ଥିଲେ । ସ୍ନାତକତ୍ତୋର ଇତିହାସ ଶିକ୍ଷକ ପଞ୍ଚାନନ ଜେନା ମଞ୍ଚ ସଞ୍ଚାଳନ କରିଥିବା ବେଳେ ସ୍ନାତକ ଗଣିତ ଶିକ୍ଷକ ଜିତେନ୍ଦ୍ର ନାୟକ ଚୟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri