ଏମ୍‌ଆର୍‌ଆଇ ପାଇଁ ଯାଞ୍ଚ ହେବ ପ୍ରେସ୍‌କ୍ରିପ୍‌ଶନ

ଭୁବନେଶ୍ୱର,୧୭ା୧୨: ଏଣିକି ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍‌ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ। ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ଡାକ୍ତରମାନେ ଯାଞ୍ଚ ନ କରି ଏମ୍‌ଆର୍‌ଇ କିମ୍ବା ସିଟି ସ୍କାନ୍‌ ପାଇଁ ଲେଖିପାରିବେ ନାହିଁ। ଏଥିପାଇଁ ରୋଗୀଙ୍କ ପ୍ରେସ୍‌କ୍ରିପ୍‌ଶନ ଜରୁରୀ ଅଟେ ବୋଲି କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ କଡ଼ା ନିୟମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri