ତହସିଲଦାରଙ୍କ ଉପସ୍ଥିତିରେ ଭଙ୍ଗାଗଲା ଇଟା ଭାଟି

ମାଧପୁର,୩।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ଟୁସର ଆର୍‌ଆଇ ସର୍କଲ ବାସୁଦେବପୁର ପଞ୍ଚାୟତର ସୁବର୍ଣ୍ଣପୁର ଏବଂ ମୁଚ୍ଛପୁରରେ ବେଆଇନ ଭାବରେ ନିିର୍ମାଣ କରାଯାଉଥିବା ମାଟି ଇଟା ଭାଟିକୁ ବୁଧବାର ଆଠମଲ୍ଲିକ ତହସିଲଦାର ଡା. ସ୍ବରୂପାନନ୍ଦ ସାହୁ ଅଚାନକ ଚଢ଼ାଉ କରି ସମସ୍ତ ଇଟାକୁ ମେଶିନ ଲଗାଇ ଭାଙ୍ଗି ଦେଇଥିବା ଜଣାପଡ଼ିଛି।
ସୂଚନା ଅନୁସାରେ ଏଗୁଡ଼ିକ ସରକାରୀ ଜାଗାରେ ନିିର୍ମାଣ କରାଯାଉଥିଲା। ଏହି ଚଢ଼ାଉ ସମୟରେ ଅତିରିକ୍ତ ତହସିଲଦାର ଅଶୋକ ଦେହୁରୀ, ସୁପରଭାଇଜର ରଶ୍ମିରଞ୍ଜନ ହୋତା, କିଆକଟା ଆରଆଇ ବିପିନ ହୋତା, ଟୁସର ଆରଆଇ ପରେସ ପ୍ରଧାନ, ଫରେଷ୍ଟର ଲିଙ୍ଗରାଜ ବେହେରା, ଫରେଷ୍ଟଗାର୍ଡ ଦୀପକ ମିଶ୍ର ପ୍ରମୁଖ ସାମିଲ ଥିଲେ। ଏହି ଚଢ଼ାଉ ପରେ ବେଆଇନ ଭାବରେ ଇଟା ଗଢୁଥିବା ଲୋକଙ୍କ ମନରେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ…

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର…

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri