୧୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଆଶାକର୍ମୀ

ବରଗଡ଼ ଅଫିସ,୫ା୧୦: ବରଗଡ଼ ଜିଲା ଆଶାକର୍ମୀ ସଂଘ ୧୩ ଦଫା ଦାବିରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି। ଆଶାକର୍ମୀଙ୍କୁ କର୍ମଚାରୀ ମାନ୍ୟତା ପ୍ରଦାନ, ମାସିକ ୧୮ହଜାର ଟଙ୍କା ବେତନ, ଯୋଗ୍ୟତା ଭିତ୍ତିରେ ଏଏନ୍‌ଏମ୍‌ ପଦବୀକୁ ପଦୋନ୍ନତି, ଆଶାଗୃହ ନିର୍ମାଣ ଆଦି ଦାବି ରହିଛି। ଆଶାକର୍ମୀ ସଂଘର ସଭାପତି ଗୌରୀ ଖଟେଇ, ସମ୍ପାଦକ ସୁଷମା ବାରିକଙ୍କ ନେତୃତ୍ୱରେ ସଂଘର ସଭ୍ୟାବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri