ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଜଣାଇଲେ ହୋଲିର ଶୁଭକାମନା

ନୂଆଦିଲ୍ଲୀ,୨୯।୩: ହୋଲି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ରଙ୍ଗର ଉତ୍ସବ ହୋଲି ସମସ୍ତଙ୍କଜୀବନରେ ସୁଖ ଶାନ୍ତି ଭରି ଦେଉ ବୋଲି ରାଷ୍ଟ୍ରପତି ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ହୋଲି ଉତ୍ସବ ଲୋକଙ୍କ ମଧ୍ୟରେ ନୂଆ ଉତ୍ସାହ ଏବଂ ସୁଖ ଶାନ୍ତି ଆଣିଦେଉ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ବିଏସ୍‌ପି ଅଧ୍ୟକ୍ଷା ମାୟାବତୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ପ୍ରମୁଖ ହୋଲି ଉତ୍ସବ ଅବସରରେ ଦେଶବାସୀଙ୍କ ସୁଖ ସମୃଦ୍ଧି କାମନା କରି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

‘ସୁନ୍ଦର ମୁହଁ’, ‘ମେସିନ୍ ଗନ୍ ପରି ଓଠ”, ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିକଟରେ ତାଙ୍କର ହ୍ୱାଇଟ୍ ହାଉସ୍ ପ୍ରେସ୍ ସେକ୍ରେଟେରୀ କାରୋଲିନ୍ ଲେଭିଟ୍‌ଙ୍କୁ ତାଙ୍କର “ସୁନ୍ଦର ମୁହଁ” ଏବଂ “ଓଠ”କୁ ନେଇ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri