ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଜଣାଇଲେ ହୋଲିର ଶୁଭକାମନା

ନୂଆଦିଲ୍ଲୀ,୨୯।୩: ହୋଲି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ରଙ୍ଗର ଉତ୍ସବ ହୋଲି ସମସ୍ତଙ୍କଜୀବନରେ ସୁଖ ଶାନ୍ତି ଭରି ଦେଉ ବୋଲି ରାଷ୍ଟ୍ରପତି ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ହୋଲି ଉତ୍ସବ ଲୋକଙ୍କ ମଧ୍ୟରେ ନୂଆ ଉତ୍ସାହ ଏବଂ ସୁଖ ଶାନ୍ତି ଆଣିଦେଉ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ବିଏସ୍‌ପି ଅଧ୍ୟକ୍ଷା ମାୟାବତୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ପ୍ରମୁଖ ହୋଲି ଉତ୍ସବ ଅବସରରେ ଦେଶବାସୀଙ୍କ ସୁଖ ସମୃଦ୍ଧି କାମନା କରି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ଏଲନ ମସ୍କଙ୍କୁ ଜୋରଦାର ଝଟକା: ରୋକିଲା ଭାରତ

ଓ୍ବାଶିଂଟନ୍‌,୧୦।୬: ଏଲନ ମସ୍କଙ୍କୁ ଏକ ବଡ଼ ଝଟକା ଲାଗିଛି। ଭାରତ ସରକାର ଷ୍ଟାରଲିଙ୍କ ସେବା ଆରମ୍ଭ ପାଇଁ ଅନୁମୋଦନକୁ ବନ୍ଦ କରିଦେଇଛନ୍ତି। ଏହାର ଅର୍ଥ ହେଉଛି ଷ୍ଟାରଲିଙ୍କ…

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ…

ଝିଅର ନିର୍ବନ୍ଧ ପୂର୍ବରୁ ହଠାତ୍‌ ଫେରାର୍‌ ହୋଇଗଲେ ମାଆ, ହ଼୍ବାଟସଆପ୍‌ ଷ୍ଟାଟସ୍‌ ଦେଖି ସ୍ୱାମୀ କାବା!

ମୁମ୍ୱାଇ,୧୦।୬: ଝିଅର ନିର୍ବନ୍ଧକୁ ଥିଲା ଆଉ ମାତ୍ର ୫ ଦିନ। ପ୍ରସ୍ତୁତିରେ ଲାଗିପଡ଼ିଥିଲା ପୂରା ପରିବାର। ନିର୍ବନ୍ଧ ପାଇଁ ସମ୍ପର୍କୀୟମାନେ ବି ଘରକୁ ଆସୁଥାନ୍ତି। ସେପଟେ ଚାଲିଥାଏ…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଚମକାଇଲା ଆଜିର ନୂଆ ତେଲଦର! ଟାଙ୍କି ଫୁଲ୍‌ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୦।୬: ବୁଧବାର, ୧୦ ଜୁନରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ସ୍ଥିର ରହିଥିଲେ ମଧ୍ୟ, ସାମ୍ପ୍ରତିକ ଦିନଗୁଡ଼ିକରେ ହୋଇଥିବା ପ୍ରବଳ ବୃଦ୍ଧି ସାଧାରଣ ଜନତାଙ୍କ ଅଣ୍ଟା…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri