Posted inଜାତୀୟ

ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୪: ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାର ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ,ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri