Posted inଜାତୀୟ

ୟୁ. ୟୁ. ଲଳିତ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି: ଲାଗିଲା ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ,୧୦।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବରେ ସୁପ୍ରିମକୋର୍ଟର ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ନିଯୁକ୍ତ କରାଯାଇଛି। ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତି ଉପରେ ମୋହର ମାରିଛନ୍ତି। ଗତ ସପ୍ତାହରେ ସିଜେଆଇ ଏନ.ଭି. ରମନା ତାଙ୍କ ଉତ୍ତରାଧିକାରୀ ଭାବରେ ୟୁ.ୟୁ. ଲଲିତଙ୍କୁ ବାଛିଥିଲେ। ଜଷ୍ଟିସ ଲଲିତଙ୍କୁ ସିଜେଆଇ ଭାବେ ନିଯୁକ୍ତ କରିବାକୁ ସେ ସରକାରଙ୍କୁ ପରାମର୍ଶ ଦେଇଥିଲେ।
୨୪ ଏପ୍ରିଲ ୨୦୨୧ରେ ପ୍ରଧାନ ବିଚାରପତି ଏନ.ଭି. ରମନା ଦେଶର ୪୮ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଆସନ୍ତା ଅଗଷ୍ଟ ୨୬ରେ ସେ ଅବସର ନେବେ। ପରବର୍ତ୍ତୀ ସିଜେଆଇ ଭାବରେ ଜଷ୍ଟିସ ଲଲିତଙ୍କ କାର୍ଯ୍ୟକାଳ ତିନି ମାସରୁ କମ ହେବ କାରଣ ସେ ଚଳିତ ବର୍ଷ ନଭେମ୍ବର ୮ରେ ଅବସର ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri