Posted inଜାତୀୟ

୪୧୨ ଜଣଙ୍କୁ ଦିଆଯିବ ବୀରତା ପୁରସ୍କାର

ନୂଆଦିଲ୍ଲୀ,୨୫।୧: ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ବୁଧବାର ବୀରତା ପୁରସ୍କାର ଘୋଷଣା କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସ ଅବସରରେ ୪୧୨ ଜଣଙ୍କୁ ବୀରତା ପୁରସ୍କାର ପ୍ରଦାନ କରାଯିବ। ଏଥିମଧ୍ୟରେ ୬ ଜଣଙ୍କୁ କୀର୍ତ୍ତିଚକ୍ର (୪ ଜଣଙ୍କୁ ମରଣୋତ୍ତର), ୧୫ ଶୌର୍ଯ୍ୟଚକ୍ର (୨ ମରଣୋତ୍ତର), ଜଣଙ୍କୁ ଗ୍ୟାଲେଣ୍ଟ୍ରି, ୯୨ ସେନା ପଦକ (୪ ମରଣୋତ୍ତର), ୭ ବାୟୁସେନା ପଦକ (ଗ୍ୟାଲେଣ୍ଟ୍ରି), ୨୯ ପରମ ବିଶିଷ୍ଟ ସେବା ପଦକ, ୩ଟି ଉତ୍ତମ ସେବା ପଦକ, ୨ଟି ବିଶିଷ୍ଟ ସେବା ପଦକ, ୫୨ ଅତି ବିଶିଷ୍ଟ ସେବା ପଦକ, ୧୦ ଯୁଦ୍ଧ ସେବା ପଦକ, ୨ ଜଣଙ୍କୁ ଦ୍ୱିତୀୟଥର ସେନା ପଦକ (କର୍ତ୍ତବ୍ୟ ପ୍ରତି ସମର୍ପଣ), ୩୬ ସେନା ପଦକ (କର୍ତ୍ତବ୍ୟ ପ୍ରତି ସମର୍ପଣ), ୨ ଜଣଙ୍କୁ ଦ୍ୱିତୀୟଥର ନୌସେନା ପଦକ (କର୍ତ୍ତବ୍ୟ ପ୍ରତି ସମର୍ପଣ) (ମରଣୋତ୍ତର), ୧୧ ନୌସେନା ପଦକ (କର୍ତ୍ତବ୍ୟ ପ୍ରତି ସମର୍ପଣ) (୩ ମରଣୋତ୍ତର), ୧୪ ବାୟୁ ସେନା ପଦକ (କର୍ତ୍ତବ୍ୟ ପ୍ରତି ସମର୍ପଣ), ୨ ଜଣଙ୍କୁ ଦ୍ୱିତୀୟଥର ବିଶିଷ୍ଟ ସେବା ପଦକ ଏବଂ ୧୨୬ ଜଣଙ୍କୁ ବିଶିଷ୍ଟ ସେବା ପଦକ ଦିଆଯିବ।
ମେଜର ଶୁଭାଙ୍ଗ ଡୋଗରା ଏବଂ ଜିତେନ୍ଦ୍ର ସିଂ ରାଜପୁତଙ୍କୁ କୀର୍ତ୍ତିଚକ୍ର ପ୍ରଦାନ କରାଯିବ। ଜମ୍ମୁ କଶ୍ମୀରର ବୁଦ୍ଧଗାମରେ ହୋଇଥିବା ଅପରେଶନରେ ତାଙ୍କର ପ୍ରମୁଖ ଭୂମିକା ପାଇଁ ଶୁଭାଙ୍ଗଙ୍କୁ ଦ୍ୱିତୀୟ ସର୍ବୋଚ୍ଚ ପଦକ କୀର୍ତ୍ତିଚକ୍ର ପ୍ରଦାନ କରାଯିବ। ଅପରେଶନ ସମୟରେ ସେ ଜଣେ ଆତଙ୍କବାଦୀଙ୍କୁ ହତ୍ୟା କରି ଆହତ ସୈନିକମାନଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଲଜ୍ଜା: ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri