ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି ମରଣୋତ୍ତର ସମେତ ୭୮ ଟି ବୀରତ୍ୱ ପୁରସ୍କାର ପ୍ରଦାନ କରିବାକୁ ଅନୁମୋଦନ କରିଛନ୍ତି । ଏପରିସ୍ଥଳେ ଓଡ଼ିଶାର ଜଣେ ମାତ୍ର ଭାବେ କଳାହାଣ୍ଡି ପୁଅ ମେଜର ସୁଧାଂଶୁ ପାଣି ବୀରତ୍ବ ସେନାପଦକ ପାଇଁ ଚୟନ ହୋଇଛନ୍ତି। ଯାହାକୁ ନେଇଁ କଳାହାଣ୍ଡି ଜିଲାରେ ଖୁସିର ଲହରୀ ଖେଳିଯାଇଛି।

ପ୍ରକାଶ ଯେ,ଗତ ସେପ୍ଟେମ୍ବର ୨୦୨୫ରେ ମେଜର ପାଣି କାଶ୍ମୀର ଠାରେ ଅପ୍ରେସନ “ଗୁଡ୍ଡର”ରେ ଲିଡ଼ ନେଇଁ ଆତଙ୍କବାଦୀ ରେହମାନ ଭାଇ (କେଟାଗୋରୀ (ବର୍ଗ) ଏ++ଅଫ ଲଶକର-ଇ-ତାଇୱା)କୁ ହତ୍ୟା କରିଥିଲେ। ଯେଉଁଥି ପାଇଁ ତାଙ୍କୁ ଏହି ବୀରତ୍ବ ସେନାପଦକ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦାନ କରାଯିବ। ମେଜର ପାଣିଙ୍କ ଜନ୍ମସ୍ଥାନ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଛିମଡୋଲା ଗ୍ରାମ ହୋଇଥିବାବେଳେ ଦୀର୍ଘ ବର୍ଷ ହେବ ଜୁନାଗଡ଼ ସହର ହିଞ୍ଜଳିବାହାଲି ଛକ (ଇଲେକ୍ଟ୍ରି ଗ୍ରୀଡ଼) ସମ୍ମୁଖରେ ତାଙ୍କ ମା’ ଶିକ୍ଷୟିତ୍ରୀ ରାଜକୁମାରୀ ପାଣିଙ୍କ ସହ ରହୁଛନ୍ତି। ବର୍ତ୍ତମାନ ମେଜର ପାଣି ରାଜସ୍ଥାନ ରାଜ୍ୟ ଜୟପୁରରେ କାର୍ଯ୍ୟରତ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?