ବିଶ୍ୱ ବୈଷ୍ଣବ ସମ୍ମିଳନୀରେ ରାଷ୍ଟ୍ରପତି

ପୁରୀ ଅଫିସ,୨୦ା୨: ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଅର୍ଥାତ୍‌ ଦ୍ୱିତୀୟ ଦିନରେ ବିଶ୍ୱ ବେଷ୍ଣବ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଶ୍ରୀମଦ ଭକ୍ତିସିଦ୍ଧାନ୍ତ ଗୌଡ଼ୀୟ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହା ପୂର୍ବରୁ ପ୍ରଥମେ ଗୌଡ଼ୀୟ ମଠକୁ ଯାଇ ଆଳତି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମହାମହିମ। ଏହାପରେ ଶରଧାବାଲି ଯାଇ ବିଶ୍ୱ ବେଷ୍ଣବ ସାଧୁ ସମ୍ମିଳନୀରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ପ୍ରଥମ ମହିଳା ସବିତା କୋବିନ୍ଦ ଏବଂ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି । କାର୍ଯ୍ୟକ୍ରମ ସରିବା ପରେ ୧୨ଟା ୧୫ରେ ପୁରୀରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ବିମାନବନ୍ଦରେ ପହଞ୍ଚିବେ। ସେଠାରୁ ମଧ୍ୟାହ୍ନ ୧୨ଟା ୫୫ରେ ଦିଲ୍ଲୀ ଅଭିମୁଖେ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri