ବିଶ୍ୱ ବୈଷ୍ଣବ ସମ୍ମିଳନୀରେ ରାଷ୍ଟ୍ରପତି

ପୁରୀ ଅଫିସ,୨୦ା୨: ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଅର୍ଥାତ୍‌ ଦ୍ୱିତୀୟ ଦିନରେ ବିଶ୍ୱ ବେଷ୍ଣବ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଶ୍ରୀମଦ ଭକ୍ତିସିଦ୍ଧାନ୍ତ ଗୌଡ଼ୀୟ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହା ପୂର୍ବରୁ ପ୍ରଥମେ ଗୌଡ଼ୀୟ ମଠକୁ ଯାଇ ଆଳତି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମହାମହିମ। ଏହାପରେ ଶରଧାବାଲି ଯାଇ ବିଶ୍ୱ ବେଷ୍ଣବ ସାଧୁ ସମ୍ମିଳନୀରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ପ୍ରଥମ ମହିଳା ସବିତା କୋବିନ୍ଦ ଏବଂ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି । କାର୍ଯ୍ୟକ୍ରମ ସରିବା ପରେ ୧୨ଟା ୧୫ରେ ପୁରୀରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ବିମାନବନ୍ଦରେ ପହଞ୍ଚିବେ। ସେଠାରୁ ମଧ୍ୟାହ୍ନ ୧୨ଟା ୫୫ରେ ଦିଲ୍ଲୀ ଅଭିମୁଖେ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପ୍ରାପ୍ୟ ପ୍ରଦାନରେ ଠକେଇ ଅଭିଯୋଗ, ଥାନାରେ ଏତଲା

ବଅଁରପାଳ,୩ା୬(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ କାଣ୍ଡସର ଗ୍ରାମ ହରିଜନସାହିର ୫୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ପ୍ରାପ୍ୟ ପ୍ରଦାନରେ ଠକେଇ ହୋଇଥିବା ନେଇ ବୁଧବାର...

ରଟିଣା ସରକାରୀ ଜମିରୁ ମୋରମ ଲୁଟ୍‌:ମାସେ ଧରି ଚାଲିଛି, ଟେର୍‌ ପାଉନାହାନ୍ତି ଅଧିକାରୀ

ଖଇରା, ୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ବାଲିଗଡ଼ ଦଖଲରେ ଥିବା ସରକାରୀ ଜମିରୁ ଲକ୍ଷ ଲକ୍ଷ ଟଙ୍କାର ମୋରମ ଲୁଟ୍‌...

ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ

ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି।...

ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା

ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ...

ଭିଜିଲାନ୍ସ ସଚେତନତା ସପ୍ତାହ: ଦୁର୍ନୀତିମୁକ୍ତ ସମାଜ ଗଠନ ଲାଗି ଶପଥପାଠ

ଛତ୍ରପୁର,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ସୋମବାର ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ହୋଇଛି। ଏହି ଅବସରରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା।...

ସାପ୍ତାହିକ ହାଟରେ ଲାଗିଲା ମାଓବାଦୀ ପୋଷ୍ଟର

ଲାଠୋର, ୧୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଘୁନସର ଏବଂ ପୁଟକେଲଚୁଆଁ ମଧ୍ୟସ୍ଥଳରେ ଥିବା ସାପ୍ତାହିକ ହାଟ ପେଣ୍ଡାଲରେ ମାଓବାଦୀମାନେ ୩ଟି ବ୍ୟାନର ଲଗାଇ...

କଡ଼ା ଚେତାବନୀ ଦେଲେ ସରକାର: ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୭।୬(ବ୍ୟୁରୋ): ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ...

୩ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୩(ବ୍ୟୁରୋ): ଓଡ଼ିଶାର ୩ ଜିଲାରେ ମଙ୍ଗଳବାର ଝଡ଼ ତୋଫାନ ଓ ସ୍ବଳ୍ପ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବାାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର...

Advertisement
Archives

Model This Week