ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।

କଳାହାଣ୍ଡି ଜିଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲାର ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି।

ସୂଚନାଯୋଗ୍ୟ, ମାନ୍ୟବର ରାଷ୍ଟ୍ରପତି ଗୁରୁବାର ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri