ରାଷ୍ଟ୍ରପତି ଭବନ ହିଂସାକାଣ୍ଡ: ୪୦ ସୁରକ୍ଷାକର୍ମୀଙ୍କୁ ନିଲମ୍ବିତ କଲେ ଲୁଲା…

ବ୍ରାସିଲିଆ,୧୮।୧ : ଜାନୁଆରୀ ୮ ରେ ସରକାରୀ ଅଟ୍ଟାଳିକାକୁ ନଷ୍ଟ କରିବା ଏବଂ ହିଂସା ଘଟଣାରେ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭା କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିକ୍ଷୋଭକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହୋଇ ସେ ରାଷ୍ଟ୍ରପତିଙ୍କ ବାସଭବନରେ ମୁତୟନ ଥିବା ୪୦ ଜଣ ସୁରକ୍ଷାର୍କମୀଙ୍କୁ ନିଲମ୍ବିତ କରିଛନ୍ତି।

ତାଙ୍କ ନିଷ୍ପତ୍ତି ସରକାରଙ୍କ ସରକାରୀ ଗେଜେଟରେ ପ୍ରକାଶ ପାଇଛି ଏବଂ ବ୍ରାଜିଲର ଅଭିଯୋଜକ ଜେନେରାଲ ୩୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅକ୍ଟୋବର ନିବ;ାଚନରେ ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସନାରୋଙ୍କ ପରାଜୟ ନେଇ ବିକ୍ଷୋଭକାରୀମାନେ ସରକାରୀ ଅଟ୍ଟାଳିକା ଉପରେ ଆକ୍ରମଣ କରିଥିଲେ।

ତେବେ ରାଷ୍ଟ୍ରପତିଙ୍କ ବାସଭବନରେ ଜଗି ରହିଥିବା ସୁରକ୍ଷାର୍କମୀମାନଙ୍କ ସ୍ଥାନରେ କେଉଁମାନେ ଅବସ୍ଥାପିତ ହେବେ ସେନେଇ କୌଣସି ସରକାରୀ ବିବୃତ୍ତି ଦିଆଯାଇ ନାହିଁ। ଆଲଭୋରାଡା ପ୍ରାସାଦକୁ ଜଗିଥିବା ଅଧିକାଂଶ ସୁରକ୍ଷାକର୍ମୀ ସେନାର। କିନ୍ତୁ କେତେକ ନୌସେନା, ବାୟୁସେନା ଏବଂ ସୈନ୍ୟବାହିନୀର ପୋଲିସ ଫୋର୍ସର ସଦସ୍ୟ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri