ଅର୍ଥମନ୍ତ୍ରୀଙ୍କ ଘରୁ ଲୁଟ୍‌, ପରେ ଚାଇନା ଗସ୍ତ ବାତିଲ କଲେ ରାଷ୍ଟ୍ରପତି

ଜାକର୍ତ୍ତା,୩୧ା୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ଏବଂ ଅନ୍ୟାନ୍ୟ ଅନେକ ସହରରେ ଏକ ସପ୍ତାହ ଧରି ଚାଲିଥିବା ପ୍ରତିବାଦ ଏବେ ହିଂସାତ୍ମକ ରୂପ ନେଇଛି। ଶହ ଶହ ବିକ୍ଷୋଭକାରୀ ଦକ୍ଷିଣ ଟାଙ୍ଗେରାଙ୍ଗରେ ଅର୍ଥମନ୍ତ୍ରୀ ମୁଲ୍ୟାନି ଇନ୍ଦ୍ରାବତୀଙ୍କ ସମେତ ଅନେକ ଏମ୍‌ପିଙ୍କ ଘର ଲୁଟି ନେଇଛନ୍ତି। ଘରି ଜଗିବାରେ ନିୟୋଜିତ ସୈନିକଙ୍କ ଉପରେ ଆକ୍ରମଣ କରି ପ୍ରବେଶ ଦ୍ୱାର ଭାଙ୍ଗି ଦେଇଥିଲେ। ସେମାନେ ମୂଲ୍ୟବାନ ଜିନିଷପତ୍ର ଲୁଟି ନେଇଥିଲେ ଏବଂ କ୍ଷତି ମଧ୍ୟ କରିଥିଲେ। ଏପରି ଘଟଣା ଯୋଗୁ ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋଙ୍କୁ ତାଙ୍କର ଚାଇନା ଗସ୍ତ ବାତିଲ କରିବାକୁ ପଡ଼ିଥିଲା।

ଗୋଟିଏ ସପ୍ତାହ ପୂର୍ବରୁ ଏହା ପ୍ରକାଶ ପାଇଥିଲା ଯେ, ଇଣ୍ଡୋନେସିଆର ୫୮୦ ଜଣ ଏମ୍‌ପି ପ୍ରତି ମାସରେ ସେମାନଙ୍କ ଦରମା ସହିତ ୫୦ ଲକ୍ଷ ଟଙ୍କା ଘର ଭତ୍ତା ପାଉଛନ୍ତି, ଯାହା ରାଜଧାନୀରେ ସର୍ବନିମ୍ନ ମଜୁରୀ ଅପେକ୍ଷା ୧୦ ଗୁଣ ଅଧିକ। ଏହା ମୁଦ୍ରାସ୍ଫୀତି ଏବଂ ବେକାରୀ ସହିତ ସଂଘର୍ଷ କରୁଥିବା ଲୋକଙ୍କ ପାଇଁ ନିଆଁରେ ଘିଅ ମିଶାଇବା ଭଳି ପ୍ରମାଣିତ ହେଲା। ଏହା ପରେ ଲୋକମାନେ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିବା ଆରମ୍ଭ କଲେ।


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri